ଲଲାଟମୋହନ ପଟ୍ଟନାୟକଙ୍କୁ ମିଳିବ ଧର୍ମପଦ ପୁରସ୍କାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ ମସିହାର ସମ୍ମାନଜନକ ଧର୍ମପଦ ପୁରସ୍କାର ମିଳିବ । ରାଜ୍ୟରେ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ପ୍ରତିବର୍ଷ ଓଡ଼ିଶା ଲଳିତ କଳା ଏକାଡ଼େମୀ ପକ୍ଷରୁ ପ୍ରଦାନ କରାଯାଇଥାଏ । ଓଡ଼ିଶା ଲଳିତକଡ଼ା ଏକାଡ଼େମୀ ପକ୍ଷରୁ ଜାରି ସୂଚନା ଅନୁସାରେ, ୨୦୨୧ ମସିହା ପାଇଁ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକଙ୍କୁ ଧର୍ମପଦ ପୁରସ୍କାର ପାଇଁ ଚୟନ କରାଯାଇଥିବାବେଳେ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ବରିଷ୍ଠ […]

Dharmapada-award

Dharmapada-award

Ordigital Desk
  • Published: Friday, 27 May 2022
  • Updated: 28 May 2022, 08:01 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ ମସିହାର ସମ୍ମାନଜନକ ଧର୍ମପଦ ପୁରସ୍କାର ମିଳିବ । ରାଜ୍ୟରେ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ପ୍ରତିବର୍ଷ ଓଡ଼ିଶା ଲଳିତ କଳା ଏକାଡ଼େମୀ ପକ୍ଷରୁ ପ୍ରଦାନ କରାଯାଇଥାଏ ।
ଓଡ଼ିଶା ଲଳିତକଡ଼ା ଏକାଡ଼େମୀ ପକ୍ଷରୁ ଜାରି ସୂଚନା ଅନୁସାରେ, ୨୦୨୧ ମସିହା ପାଇଁ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକଙ୍କୁ ଧର୍ମପଦ ପୁରସ୍କାର ପାଇଁ ଚୟନ କରାଯାଇଥିବାବେଳେ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତି, ବଳଦେବ ମହାରଥା, ପଂଚାନନ ସୁର, ଦୁର୍ଗାଚରଣ ପଣ୍ଡା ଓ ବରିଷ୍ଠ ଭାସ୍କର୍ଯ୍ୟଶିଳ୍ପୀ ଦେବେନ୍ଦ୍ର ମିଶ୍ରଙ୍କୁ ଚୟନ କରାଯାଇଛି । ଧର୍ମପଦ ପୁରସ୍କାର ବାବଦରେ ୫ଲକ୍ଷ ଟଙ୍କା ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ୧ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ ।
ସୂଚନାଯୋଗ୍ୟ, ଭାସ୍କର୍ଯ୍ୟଶିଳ୍ପୀ ଓ ଚିତ୍ରଶିଳ୍ପୀଙ୍କ ନିରବଚ୍ଛିନ୍ନ ସାଧନାକୁ ପ୍ରୋତ୍ସାହିତ କରିବା ନିମନ୍ତେ ଓଡ଼ିଶା ଲଳିତ କଳା ଏକାଡ଼େମୀ ପକ୍ଷରୁ ୧୯୮୭ ମସିହାରୁ ଏହି ପୁରସ୍କାର ପ୍ରଦାନ କରାଯାଉଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story