ବିଧାନସଭାର ବଜେଟ୍‌ ଅଧିବେଶନ ହେବ ପେପରଲେସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶ। ଏଥର ବିଧାନସଭା ଅଧିବେଶନ ହେବ ସମ୍ପୂର୍ଣ୍ଣ ପେପରଲେସ। ବିଧାନସଭାର ବିଭିନ୍ନ ରିପୋର୍ଟ, ସିଏଜି ରିପୋର୍ଟ, ଅର୍ଥନୈତିକ ସର୍ଭେ ରିପୋର୍ଟ, ବଜେଟ ଏବଂ ତାରକା ଓ ଅଣ ତାରକା ପ୍ରଶ୍ନ, ରାଜ୍ୟପାଳଙ୍କ ଭାଷଣ ’ନେଭା’ ଆପ୍‌ ଜରିଆରେ ମିଳିବ। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ପକ୍ଷରୁ ଦୁଇ ଦିନିଆ କର୍ମଶାଳାର ଆୟୋଜନ ହୋଇଛି। ବିଧାନସଭାର ସମସ୍ତ କର୍ମଚାରୀଙ୍କୁ ଏଥିରେ ପ୍ରଶିକ୍ଷଣ ଦିଆଯାଉଛି।  କେନ୍ଦ୍ର ସରକାରଙ୍କ […]

Assembly Session

Assembly Session

Manoranjan Sial
  • Published: Monday, 15 February 2021
  • Updated: 15 February 2021, 03:46 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶ। ଏଥର ବିଧାନସଭା ଅଧିବେଶନ ହେବ ସମ୍ପୂର୍ଣ୍ଣ ପେପରଲେସ। ବିଧାନସଭାର ବିଭିନ୍ନ ରିପୋର୍ଟ, ସିଏଜି ରିପୋର୍ଟ, ଅର୍ଥନୈତିକ ସର୍ଭେ ରିପୋର୍ଟ, ବଜେଟ ଏବଂ ତାରକା ଓ ଅଣ ତାରକା ପ୍ରଶ୍ନ, ରାଜ୍ୟପାଳଙ୍କ ଭାଷଣ ’ନେଭା’ ଆପ୍‌ ଜରିଆରେ ମିଳିବ। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ପକ୍ଷରୁ ଦୁଇ ଦିନିଆ କର୍ମଶାଳାର ଆୟୋଜନ ହୋଇଛି।

ବିଧାନସଭାର ସମସ୍ତ କର୍ମଚାରୀଙ୍କୁ ଏଥିରେ ପ୍ରଶିକ୍ଷଣ ଦିଆଯାଉଛି।  କେନ୍ଦ୍ର ସରକାରଙ୍କ ଏକ ଟିମ୍ ମଧ୍ୟ ବିଧାନସଭା କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦେଉଥିବା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି।

ସୂଚନାରୁ ପ୍ରକାଶ, ୧୮ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଅଭିଭାଷଣ ଦେବେ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃୟାରୀ ୧୮ରୁ ୨୭ତାରିଖ ପର୍ଯ୍ୟନ୍ତ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୨ରୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ୯ ଦିନ ବସିବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୨୨ ଦିନ ବସିବ। ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍ ଫେବୃୟାରୀ ୨୨ ତାରିଖ ସୋମବାର ଉପସ୍ଥାପନ ହେବ। ମାର୍ଚ୍ଚ ୩୧ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହେବ। ଚଳିତ ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟ ଦିବସ ଥିବାବେଳେ ସେଥିରେ ୪ଟି ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story