‘ବର୍ଷ ଶେଷ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷ ଶେଷ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। ଡିସେମ୍ବର ୩୧ ପୂର୍ବରୁ ଶୀତକାଳୀନ ଅଧିବେଶନ ହେବ ବୋଲି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବା କଥା। କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ୍‌ ୨୦ ଦିନ ଗୃହ କାର୍ଯ୍ୟ ଚାଲିଥିଲା। ତେଣୁ ଡିସେମ୍ବର ପୂର୍ବରୁ ଆଉ ୪୦ ଦିନ ଗୃହ କାର୍ଯ୍ୟ ବସିବାକୁ ବାକି ରହିଛି। ହେଲେ କେବେ […]

odisha-assamble-1

odisha-assamble-1

Manoranjan Sial
  • Published: Wednesday, 28 October 2020
  • Updated: 28 October 2020, 12:34 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷ ଶେଷ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। ଡିସେମ୍ବର ୩୧ ପୂର୍ବରୁ ଶୀତକାଳୀନ ଅଧିବେଶନ ହେବ ବୋଲି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବା କଥା। କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ୍‌ ୨୦ ଦିନ ଗୃହ କାର୍ଯ୍ୟ ଚାଲିଥିଲା। ତେଣୁ ଡିସେମ୍ବର ପୂର୍ବରୁ ଆଉ ୪୦ ଦିନ ଗୃହ କାର୍ଯ୍ୟ ବସିବାକୁ ବାକି ରହିଛି। ହେଲେ କେବେ ଅଧିବେଶନ ବସିବ, ସେନେଇ ରାଜ୍ୟପାଳଙ୍କ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି। ରାଜ୍ୟପାଳଙ୍କ ନିଷ୍ପତ୍ତି ପରେ ୪୦ ଦିନର କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story