ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆରେ ଓଡିଶା ଶାସନ ପାଇଁ ଚାଲିଥିବା ଭାଷା ଆନ୍ଦୋଳନ ଓ କଳାପତାକା ଅଭିଯାନ ଫଳରେ ୮୭୮ ଦିନରେ ବିଧାନ ସଭାରେ ଭାଷା ଆଇନ ସଂଶୋଧନ ହୋଇଥିବାରୁ କଳାପତାକା ଓ ଭାଷା ଆନ୍ଦୋଳନରେ ଯୋଗଦେଇଥିବା ସମସ୍ତ ଭାଷା ଯୋଦ୍ଧାଙ୍କୁ ମଙ୍ଗଳବାର ସକାଳ ସାଢେ ୧୦ଟା ବେଳେ ଭୁବନେଶ୍ୱର ଜୟଦେବ ଭବନଠାରେ ସମ୍ବର୍ଦ୍ଧିତ କରାଯିବ |
ସମସ୍ତ ଭାଷା ଯୋଦ୍ଧା ଏହି ସମ୍ବର୍ଦ୍ଧନା ସଭାରେ ଉପସ୍ଥିତ ରହିବାକୁ ଅନୁରୋଧ ଭାଷା ଆନ୍ଦୋଳନ ସମିତି ପକ୍ଷରୁ ଅଧ୍ୟକ୍ଷ ଚକ୍ରଧର ମହାନ୍ତ ଓ ସଭାପତି ପ୍ରଦ୍ୟୁମ୍ନ ଶତପଥୀ ନିବେଦନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।