୨୦ ଦିନରେ ବିଧାନସଭାରେ ହେବ ୱାଇଫାଇ ବ୍ୟବସ୍ଥା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ୨୦ ଦିନ ମଧ୍ୟରେ ପୂରା ବିଧାନସଭାକୁ ୱାଇଫାଇ କରାଯିବ। ବିଧାନସଭା ମଧ୍ୟରେ ସମସ୍ତ ଫାଇଲ୍ ଓ ଦସ୍ତାବିଜ୍  କାର୍ଯ୍ୟ ଏଣିକି ଅନଲାଇନ୍ ଯୋଗେ କରାଯିବ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବିଧାନସଭାକୁ ୱାଇଫାଇ କରିବା ପାଇଁ ସମସ୍ତ ଯୋଜନା ସରିଛି। ଏହାସହ ଆଗାମୀ ଦିନରେ ବିଧାନସଭାକୁ ପେପର୍ ଲେସ୍ କରିବାକୁ ବି ଯୋଜନା କରାଯାଇଛି। ସେହିପରି ୩୦ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ବିଭିନ୍ନ ସମସ୍ୟାର […]

bbsr8

bbsr8

Tapaswini Nayak
  • Published: Tuesday, 07 January 2020
  • Updated: 07 January 2020, 07:39 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ୨୦ ଦିନ ମଧ୍ୟରେ ପୂରା ବିଧାନସଭାକୁ ୱାଇଫାଇ କରାଯିବ। ବିଧାନସଭା ମଧ୍ୟରେ ସମସ୍ତ ଫାଇଲ୍ ଓ ଦସ୍ତାବିଜ୍  କାର୍ଯ୍ୟ ଏଣିକି ଅନଲାଇନ୍ ଯୋଗେ କରାଯିବ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ ବିଧାନସଭାକୁ ୱାଇଫାଇ କରିବା ପାଇଁ ସମସ୍ତ ଯୋଜନା ସରିଛି। ଏହାସହ ଆଗାମୀ ଦିନରେ ବିଧାନସଭାକୁ ପେପର୍ ଲେସ୍ କରିବାକୁ ବି ଯୋଜନା କରାଯାଇଛି।

ସେହିପରି ୩୦ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ବିଭିନ୍ନ ସମସ୍ୟାର ଆଲୋଚନା ପାଇଁ ବିଧାନସଭାରେ ନିର୍ମିତ ନୂତନ ହଲ୍‌ରେ ଆବଶ୍ୟକୀୟ ସମସ୍ତ ଯନ୍ତ୍ରପାତି ଲଗାଯିବ। ଓଡ଼ିଶା ଷ୍ଟେଟ୍‌ ଓ୍ୱାଇଡ୍‌ ନେଟଓ୍ୱାର୍କର କର୍ମକର୍ତ୍ତାଙ୍କ ସହ ବାଚସ୍ପତିଙ୍କ ରିଭ୍ୟୁ ମିଟିଙ୍ଗରେ ଏହି ନିଷ୍ପତ୍ତି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story