ରାଜ୍ୟରେ ତୁରନ୍ତ ଓବିସି ସର୍ଭେ ପାଇଁ ଦାବି କଲା ବିଜେପି

‘ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ ଓବିସି ଓ ଏସିବିସି ବର୍ଗର ସାମାଜିକ, ଆର୍ଥିକ, ଚାକିରୀ ଓ ଶିକ୍ଷା କ୍ଷେତ୍ରରେ ଉତଥାନ ଚାହାନ୍ତି ନାହିଁ’

BJP

ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବସିଥିବା ବିଜେପି ନେତା

Ordigital Desk
  • Published: Thursday, 19 January 2023
  • Updated: 19 January 2023, 09:37 PM IST

Sports

Latest News

ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ଓବିସି ପ୍ରସଙ୍ଗକୁ ଜୋରଦାର କରିବ ବୋଲି ଆଭାସ ଦେଇଛି । ରାଜ୍ୟରେ ତୁରନ୍ତ ଓବିସି ସର୍ଭେ  କରିବା ନିମନ୍ତେ ବିଜେପି ଦାବି କରିବା ସହ ରାଜ୍ୟର ୫୪% ଓବିସି ବର୍ଗଙ୍କ ସାମ୍ବାଧାନିକ ହକ୍ ପାଇଁ ଦଳ ରାଜରାସ୍ତାକୁ ଓହ୍ଲାଇ ନିର୍ଣ୍ଣାୟକ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ।

ରାଜ୍ୟ ବିଜେପି ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ କହିଛନ୍ତି ଯେ, ରାଜ୍ୟର ଜନସଂଖ୍ୟାର ସର୍ବାଧିକ ୫୪ ପ୍ରତିଶତ ହେଉଛନ୍ତି ଓବିସି ଓ ଏସଇବିସି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ ଓବିସି ଓ ଏସିବିସି ବର୍ଗର ସାମାଜିକ, ଆର୍ଥିକ, ଚାକିରୀ ଓ ଶିକ୍ଷା କ୍ଷେତ୍ରରେ ଉତଥାନ ଚାହାନ୍ତି ନାହିଁ । ବିଜେଡି ସର୍ବଦା ଓବିସି ଓ ଏସଇବିସି ବର୍ଗଙ୍କୁ ଅଣଦେଖା କରିବା ସହ ସବୁଥିରୁ ବଂଚିତ କରୁଛନ୍ତି । ‘ଆମ ପାଖରେ ଓବିସି ଓ ଏସଇବିସିଙ୍କର କୌଣସି ତଥ୍ୟ ନାହିଁ\' ବୋଲି କହି ରାଜ୍ୟ ସରକାର ହାଇକୋର୍ଟଙ୍କୁ ସତ୍ୟପାଠ ଦାଖଲ କରି ବିନା ଓବିସି ସଂରକ୍ଷଣରେ ନିର୍ବାଚନ କରାଇଲେ ।

ପଂଚାୟତ ଓ ମ୍ୟୁନିସପାଲଟି ନିର୍ବାଚନ ପୂର୍ବରୁ ରାଜ୍ୟରେ ଓବିସି ଓ ଏସଇବିସି ବର୍ଗଙ୍କ ସର୍ଭେ ଯଥାଶୀଘ୍ର କରିବାକୁ ବିଧାନସଭାରେ ସଂକଳ୍ପ ପାରିତ ହୋଇଥିଲେ ମଧ୍ୟ ଆଜି ସୁଦ୍ଧା ଏ ସଂପର୍କରେ ରାଜ୍ୟ ସରକାର କୌଣସି ପଦକ୍ଷେପ ନେଲେ ନାହିଁ । ଓଲଟା "ସର୍ଭେ ଦାୟିତ୍ୱ ଆମର ନୁହେଁ, ଏହା କେନ୍ଦ୍ର ସରକାରଙ୍କ’ ବୋଲି କହି ନିଜ କାନ୍ଧରୁ ଦାୟିତ୍ୱକୁ ଖସାଇ ଚାଲିଥିଲେ । ବିହାର, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ୟୁପି ସରକାର ଓବିସି ଜନଗଣନା କରି ତାଲିକା ପ୍ରସ୍ତୁତ କରୁଛନ୍ତିି । ଏ ସଂପର୍କରେ ସୁପ୍ରିମକୋର୍ଟ ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରି ବିନା ଓବିସି ସଂରକ୍ଷଣରେ ସ୍ଥାନୀୟ ନିର୍ବାଚନ ହୋଇପାରିବ ନାହିଁ ବୋଲି ବାରମ୍ବାର ରାୟ ଶୁଣାଇଥିଲେ । 

Also Read

ବିଜେପି ପକ୍ଷରୁ ଓବିସି ଓ ଏସଇବିସିଙ୍କ ସର୍ଭେ କରାଯାଇ ଆନୁପାତିକ ପ୍ରତିଶତ ନିର୍ଦ୍ଧାରଣ କରି ସଂରକ୍ଷଣ ସୁନିଶ୍ଚିତ କରାଇବାକୁ ରାଜ୍ୟ ଓବିସି କମିଶନ ଏବଂ ରାଜ୍ୟ ସରକାରଙ୍କୁ ବାରମ୍ବାର ଅବଗତ କରାଯାଇଛି । ରାଜ୍ୟ ଓବିସି କମିଶନ ସ୍ଥାଣୁ ପାଲଟିଛନ୍ତିି । ଏପରିକି ତାଙ୍କ ପାଖରେ କୌଣସି କ୍ଷମତା ନଥିବାର ସେ ନିଜେ ସ୍ୱୀକାର ମଧ୍ୟ କରିଛନ୍ତି । ରାଜ୍ୟ ସରକାରଙ୍କ ବିଭାଗୀୟ ସଚିବ ଓ ମୁଖ୍ୟ ସଚିବଙ୍କୁ ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିଲା ନାହିଁ । ଅନ୍ୟପଟେ ରାଜ୍ୟ ସରକାର ଏ ସମସ୍ତ ଦାବିକୁ ଅଣଦେଖା କରି ଓବିସି ଓ ଏସଇବିସି ବର୍ଗକୁ ପ୍ରତାରଣା କରିଛନ୍ତି ବୋଲି ଶ୍ରୀ ବିଶ୍ୱାଳ ଅଭିଯୋଗ କରିଛନ୍ତି । ଗୋଟିଏ କେନ୍ଦ୍ର ସରକାରଙ୍କ ଓବିସି ତାଲିକା ଏବଂ ଅନ୍ୟଟି ରାଜ୍ୟ ସରକାରଙ୍କର ଏସଇବିସି ତାଲିକା ।

କେନ୍ଦ୍ର ସରକାରଙ୍କ ତାଲିକାରେ ୨୦୦ ଓ ରାଜ୍ୟ ସରକାରଙ୍କ ତାଲିକାରେ ୨୦୯ ଜାତିବର୍ଗର ନାମ ସ୍ପଷ୍ଟ ଭାବେ ଉଲ୍ଳେଖ ଥିବାବେଳେ ଓଡ଼ିଶା ସରକାର କାହିଁକି ଟାଳଟୂଳ ନୀତି ଅବଲମ୍ବନ କରୁଛନ୍ତି ବୋଲି ଶ୍ରୀ ବିଶ୍ୱାଳ ପ୍ରଶ୍ନ କରିଛନ୍ତି । ଯଦି ରାଜ୍ୟ ସରକାର ଓବିସି ସର୍ଭେ କାର୍ଯ୍ୟ ଜାଣି ଜାଣି ବିଳମ୍ବ କରାଇବେ ତାହାଲେ ଆଗାମୀ ଦିନରେ ବିଜେପି ରାଜ୍ୟର ୫୪ ପ୍ରତିଶତ ଓବିସି ବର୍ଗଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇ ନିର୍ଣ୍ଣାୟକ ଆନ୍ଦୋଳନ କରିବ ବୋଲି ଶ୍ରୀ ବିଶ୍ୱାଳ ଚେତାବନୀ ଦେଇଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର ଓ ରାଜ୍ୟ ସଂପାଦକ ଦୁର୍ଗାପ୍ରସନ୍ନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story