ପ୍ରକାଶ ପାଇଲା ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ଵର: ରାଜ୍ୟ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସଭାପତି ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ନୀତୀନ ଗଡ଼କରୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ସ୍ମୃତି ଇରାନୀ, ପ୍ରକାଶ ଜାଭଡ଼େକର ଅଛନ୍ତି। ଏହାଛଡ଼ା ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ସଂପାଦକ ସୁରେଶ ପୂଜାରୀ, ସମ୍ବିତ ପାତ୍ର, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ […]

bjp-4

bjp-4

Manoranjan Sial
  • Published: Wednesday, 20 March 2019
  • Updated: 20 March 2019, 09:28 PM IST

Sports

Latest News

ଭୁବନେଶ୍ଵର: ରାଜ୍ୟ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସଭାପତି ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ନୀତୀନ ଗଡ଼କରୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ସ୍ମୃତି ଇରାନୀ, ପ୍ରକାଶ ଜାଭଡ଼େକର ଅଛନ୍ତି।

ଏହାଛଡ଼ା ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ସଂପାଦକ ସୁରେଶ ପୂଜାରୀ, ସମ୍ବିତ ପାତ୍ର, ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, ଅର୍ଜୁନ ମୁଣ୍ଡା, ଗିରିଧର ଗମାଙ୍ଗ, ବିଶ୍ୱଭୂଷଣ ହରିଚନ୍ଦନ, କେଭି ସିଂଦେଓ, ଡାକ୍ତର ଦାମୋଦର ରାଉତ, ହେମା ମାଳିନୀ, ମହାଶ୍ୱେତା ରାୟ, ଅପରାଜିତା ମହାନ୍ତି, ଅନୁ ଚୌଧୁରୀ, ଶ୍ରୀତମ ଦାସ ଓ ମିହିର ଦାସ ବିଜେପି ଷ୍ଟାର ପ୍ରଚାର ତାଲିକାରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story