ସାଂଗଠନିକ ନିର୍ବାଚନ ପାଇଁ ୨୫ରେ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦଳୀୟ ସାଙ୍ଗଠନିକ ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖରେ ରାଜ୍ୟ ବିଜେପି ପକ୍ଷରୁ ଏକ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ। ଦଳର ରାଜ୍ୟ କାର୍ଯ୍ୟାଳୟରେ ହେବାକୁ ଥିବା ଏହି କର୍ମଶାଳାରେ ବିଜେପିର ସମସ୍ତ ରାଜ୍ୟ କର୍ମକର୍ତ୍ତା, ରାଜ୍ୟର ପ୍ରତିନିଧିତ୍ୱ କରୁଥିବା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ବିଧାୟକ ଓ ସାଂସଦ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ନିବନିଯୁକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଓ ସହ ଅଧିକାରୀମାନେ ଯୋଗଦେବେ ବୋଲି ରାଜ୍ୟ ବିଜେପି […]

bjp-failed-to-repeat-its-success-in-last-panchayat-polls-in-odisha

Manoranjan Sial
  • Published: Friday, 23 August 2019
  • Updated: 23 August 2019, 10:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦଳୀୟ ସାଙ୍ଗଠନିକ ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖରେ ରାଜ୍ୟ ବିଜେପି ପକ୍ଷରୁ ଏକ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ। ଦଳର ରାଜ୍ୟ କାର୍ଯ୍ୟାଳୟରେ ହେବାକୁ ଥିବା ଏହି କର୍ମଶାଳାରେ ବିଜେପିର ସମସ୍ତ ରାଜ୍ୟ କର୍ମକର୍ତ୍ତା, ରାଜ୍ୟର ପ୍ରତିନିଧିତ୍ୱ କରୁଥିବା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ବିଧାୟକ ଓ ସାଂସଦ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ନିବନିଯୁକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଓ ସହ ଅଧିକାରୀମାନେ ଯୋଗଦେବେ ବୋଲି ରାଜ୍ୟ ବିଜେପି ସହ ନିର୍ବାଚନ ଅଧିକାରୀ ସୁଦୀପ୍ତ ରାୟ ସୂଚନା ଦେଇଛନ୍ତି।

ଶ୍ରୀ ରାୟ କହିଛନ୍ତି ଯେ, ବିଭିନ୍ନ ସ୍ତରରେ ଅନୁଷ୍ଠିତ ହେବାକୁ ଥିବା ଦଳର ସାଙ୍ଗଠନିକ ନିର୍ବାଚନର ପରିଚାଳନା ନିମନ୍ତେ ୩୦୦ରୁ ଉଦ୍ଧ୍ୱର୍ ନେତୃବୃନ୍ଦଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ସମାଜର ବିଭିନ୍ନ ବର୍ଗ, ଯଥା - ଯୁବ, ମହିଳା,ସଂଖ୍ୟାଲଘୁ, ଅନୁସୂଚିତ ଜାତି, ଜନଜାତି ଏବଂ ପଛୁଆ ବର୍ଗର ନେତୃବୃନ୍ଦଙ୍କୁ ମଧ୍ୟ ବିଭିନ୍ନ ଦାୟିତ୍ୱ ଦିଆଯାଇଛି। ଦଳର ରାଜ୍ୟରେ ଥିବା ୩୬ଟି ସାଙ୍ଗଠନିକ ଜିଲ୍ଲା ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ଓ ସହନିର୍ବାଚନ ଅଧିକାରୀ ମନୋନୀତ ହୋଇସାରିଛନ୍ତି।

ଏହି କର୍ମଶାଳାରେ କେନ୍ଦ୍ରୀୟ ସହ ନିର୍ବାଚନ ଅଧିକାରୀ ତଥା ସାଂସଦ ବିନୋଦ ସୋନକାରଙ୍କ ସମେତ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା, ରଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଜ୍ୟ ବିଜେପି ନିର୍ବାଚନ ଅଧିକାରୀ ରଞ୍ଜନ ପଟେଲ ପ୍ରମୁଖ କର୍ମଶାଳାରେ ଉପସ୍ଥିତ ରହି ବିଭିନ୍ନ ବିଷୟରେ ଆଲୋକପାତ କରିବେ ବୋଲି ଶ୍ରୀ ରାୟ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story