ବାତ୍ୟା ରୂପ ନେଲା ‘ଅମ୍ଫାନ’, ପାରାଦୀପରୁ ୧୦୪୦ କିମି ଦୂରରେ ରହିଛି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଅବପାତରୁ ବାତ୍ୟା ‘ଅମ୍ଫାନ’ରେ ପରିଣତ ହେଲା ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ସୂଚନା। ଏବେ ପାରାଦୀପର ଦକ୍ଷିଣରେ ୧୦୪୦ କିମି ଦୂରରେ ରହିଛି ‘ଅମ୍ଫାନ’। ଦିଘାର ଦକ୍ଷିଣ ଦକ୍ଷିଣପଶ୍ଚିମରେ ୧୨୦୦ କିମି ଦୂରରେ ରହିଛି ଏହି ବାତ୍ୟା।  ଆସନ୍ତା ୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ‘ଅମ୍ଫାନ’।୧୮ ତାରିଖ ସକାଳେ ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ଆସନ୍ତାକାଲି […]

Amphan-update

Amphan-update

Tapas Behera
  • Published: Saturday, 16 May 2020
  • Updated: 16 May 2020, 09:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଅବପାତରୁ ବାତ୍ୟା ‘ଅମ୍ଫାନ’ରେ ପରିଣତ ହେଲା ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ସୂଚନା। ଏବେ ପାରାଦୀପର ଦକ୍ଷିଣରେ ୧୦୪୦ କିମି ଦୂରରେ ରହିଛି ‘ଅମ୍ଫାନ’।

ଦିଘାର ଦକ୍ଷିଣ ଦକ୍ଷିଣପଶ୍ଚିମରେ ୧୨୦୦ କିମି ଦୂରରେ ରହିଛି ଏହି ବାତ୍ୟା।  ଆସନ୍ତା ୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ‘ଅମ୍ଫାନ’।୧୮ ତାରିଖ ସକାଳେ ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ଆସନ୍ତାକାଲି ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ବାତ୍ୟା। ପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ଆସନ୍ତା ୧୮ରୁ ୨୦ ଯାଏଁ ଓଡ଼ିଶାରେ ପବନ ସହ ବର୍ଷା ସମ୍ଭାବନା ରହିଛି।

ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା ।  ଦିନ ସାଢ଼େ ୧୧ଟା ବେଳେ ଏହା ପାରାଦୀପ ଠାରୁ ୧ ହଜାର ୪୦ କିଲୋମିଟର ଦକ୍ଷିଣ, ଦୀଘାଠାରୁ ୧୨ ଶହ କିଲୋମିଟର ଦୂର ଦକ୍ଷିଣ- ଦକ୍ଷିଣ ପଶ୍ଚିମ ଦୂରରେ ରହିଥିଲା ।

୧୮ ତାରିଖ ସକାଳେ ସିଭିଅର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ତେବେ କାଲି ପର୍ଯ୍ୟନ୍ତ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାପରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପୁଣି ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ତେବେ ବାତ୍ୟା ୨୦ ତାରିଖରେ ସ୍ଥଳଭାଗ ଛୁଇଁବା ଆକଳନ କରାଯାଉଛି।

ସେପଟେ ସମ୍ଭାବ୍ୟ ବାତ୍ୟା ‘ଅମ୍ଫାନ୍’ ଫୋନି ଠାରୁ ସାନ ହେବ ବୋଲି କହିଛନ୍ତି । IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ସୀମାବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ଥିବା ବେଳେ ପବନର ବେଗ ଘଣ୍ଟାପ୍ରତି ୧୫୦ରୁ ୧୬୦ କିଲୋମିଟର ରହିପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story