୨୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମୋହର: ଲିଙ୍ଗରାଜ ମନ୍ଦିର ପାଇଁ ଆସିଲା ଅଧ୍ୟାଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟରେ ଆଜି ମୋଟ ୨୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥିରେ ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରର ସୁପରିଚାଳନା ପାଇଁ ଅଧ୍ୟାଦେଶ, ରାଜ୍ୟ ଇଲେକ୍ଟ୍ରୋନିକ୍ସ ନୀତି-୨୦୨୧, ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ପଲିସି-୨୦୧୫ରେ ସଂଶୋଧନ, କ୍ୟାପିଟାଲ ହସ୍ପିଟାଲରେ ପିଜି ଇନଷ୍ଟିଚ୍ୟୁଟ୍ ଓ ଟ୍ରମା କେୟାର କୋଠା ନିର୍ମାଣ ନିମନ୍ତେ ୨୩୫କୋଟି ଟଙ୍କାର ଟେଣ୍ଡର ସମେତ ମୋଟ ୨୪ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି । ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ କ୍ୟାବିନେଟ […]

lingaraj temple main gate

lingaraj temple main gate

Ordigital Desk
  • Published: Tuesday, 23 November 2021
  • Updated: 23 November 2021, 08:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟରେ ଆଜି ମୋଟ ୨୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଥିରେ ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରର ସୁପରିଚାଳନା ପାଇଁ ଅଧ୍ୟାଦେଶ, ରାଜ୍ୟ ଇଲେକ୍ଟ୍ରୋନିକ୍ସ ନୀତି-୨୦୨୧, ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ପଲିସି-୨୦୧୫ରେ ସଂଶୋଧନ, କ୍ୟାପିଟାଲ ହସ୍ପିଟାଲରେ ପିଜି ଇନଷ୍ଟିଚ୍ୟୁଟ୍ ଓ ଟ୍ରମା କେୟାର କୋଠା ନିର୍ମାଣ ନିମନ୍ତେ ୨୩୫କୋଟି ଟଙ୍କାର ଟେଣ୍ଡର ସମେତ ମୋଟ ୨୪ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି ।

ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏ ସମ୍ପର୍କରେ ମିଳିଥିବା ସୂଚନା ଅନୁସାରେ, ପୁରୀ ଶ୍ରୀମନ୍ଦିର ପରିଚାଳନା ଶୈଳୀରେ ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିରକୁ ପରିଚାଳିତ କରିବାକୁ ଚାହୁଁଥିବାରୁ ଏକ ନୂଆ ଆଇନକୁ ଅଧ୍ୟାଦେଶ ମାଧ୍ୟମରେ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ଅଧ୍ୟାଦେଶକୁ ଆଜି ରାଜ୍ୟ କ୍ୟାବିନେଟ ମଞ୍ଜୁର କରିଛନ୍ତି ।

ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିର ଓ ତା’ର ପାଶ୍ୱର୍ଦେବାଦେବୀ ମନ୍ଦିର ଓ ମଠଗୁଡ଼ିକର ସୁପରିଚାଳନା ନିମନ୍ତେ ରାଜ୍ୟ ସରକାର ଏକ ଅଧ୍ୟାଦେଶ ଆଣିଛନ୍ତି । ଏହି ଅଧ୍ୟାଦେଶ ମାଧ୍ୟମରେ ପରିଚାଳନା କମିଟି ଗଠନ, କମିଟିକୁ ଦାୟିତ୍ୱ ଓ କ୍ଷମତା ପ୍ରଦାନ, ପ୍ରଶାସକଙ୍କ ନିଯୁକ୍ତି ଓ କ୍ଷମତା, ମନ୍ଦିରର ସମସ୍ତ ସ୍ଥାବର-ଅସ୍ଥାବର ସମ୍ପତ୍ତିର ରକ୍ଷଣାବେକ୍ଷଣ, ସେବାୟତଙ୍କ ଭୂମିକା ଓ ଦାୟିତ୍ୱ, ମନ୍ଦିର ପାଣ୍ଠି ସ୍ଥାପନ ଓ ଏହାର ପରିଚାଳନା ଆଦି ପାଇଁ ଏହି ଆଇନରେ ବ୍ୟବସ୍ଥା ରହିବ। ଏହା ସହିତ ମନ୍ଦିରକୁ ଭକ୍ତଙ୍କ ଆଗମନ ସହ ଭକ୍ତମାନଙ୍କୁ ପୂଜାର୍ଚ୍ଚନା ପାଇଁ ସବୁ ସୁବିଧା ଉପଲବ୍ଧ କରାଇବା, ମନ୍ଦିରର ରୀତିନୀତିକୁ ଅଧିକ ସୁବ୍ୟବସ୍ଥିତ କରାଇବ। ଏହି ଅଧ୍ୟାଦେଶକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ନିମନ୍ତେ ପଠାଯାଇଛି । ଏହି ଅଧ୍ୟାଦେଶକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ପରାମର୍ଶରେ ଅଣାଯାଇଛି ବୋଲି ବିସ୍ତୃତ ଆଲୋଚନା ପରେ ଏକ କ୍ଲଜ୍‌କୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପରେ ସାମିଲ କରାଯାଇଛି ।

ସେହିପରି ରାଜ୍ୟ ସରକାର କ୍ୟାପିଟାଲ ହସ୍ପିଟାଲକୁ ପିଜି ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସ ଭାବେ ବିକଶିତ କରିବାକୁ ନିଷ୍ପତ୍ତି ନେଇଥିବାରୁ ସେଠାରେ ଆବଶ୍ୟକ କୋଠା ଓ ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣ ନିମନ୍ତେ ୨୩୫.୦୮କୋଟି ଟଙ୍କାର ଟେଣ୍ଡର ମେସର୍ସ ଏଲଆଣ୍ଡଟି କମ୍ପାନୀକୁ ପ୍ରଦାନ କରାଯିବାକୁ କ୍ୟାବିନେଟ ମଞ୍ଜୁର କରିଛନ୍ତି । ଏହି କୋଠାରେ ପିଜି ଇନଷ୍ଟିଚ୍ୟୁଟ୍ ସମେତ ଟ୍ରମା କେୟାର, ସର୍ଜରୀ କମ୍ପେ୍ଲକ୍ସ ଓ କାଜୁଆଲିଟି ଆଦି ସୁବିଧା ରହିବ । ଏହା ରାଜ୍ୟରେ ଉନ୍ନତମାନର ଚିକିତ୍ସା ସୁବିଧା ସହ ଅଭିଜ୍ଞ ଡାକ୍ତର ଆବଶ୍ୟକତାକୁ ପୂରଣ କରିବାରେ ସହାୟକ ହେବ ।

ସେହିପରି ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ କଲେଜ ଓ ହାଇସ୍କୁଲର ଦଖଲରେ ରହିଥିବା ସରକାରୀ ଜମିକୁ ବିନାମୂଲ୍ୟରେ ସେମାନଙ୍କୁ ପ୍ରଦାନ କରାଯିବ। ଏହି ଜମିର ମାଲିକାନା ଯଥାକ୍ରମେ ଉଚ୍ଚଶିକ୍ଷା ବିଭାଗ ଏବଂ ଗଣଶିକ୍ଷା ବିଭାଗ ନାଁରେ କରାଯିବ। ବିଭିନ୍ନ ସ୍ଥାନରେ କଲେଜ ସ୍ଥାପନ ପାଇଁ ସହରାଂଚଳରେ ୧୦ ଏକର ଓ ଗ୍ରାମାଂଚଳରେ ୧୫ଏକର ସରକାରୀ ଜମି ଯୋଗାଇ ଦେବାକୁ ୧୯୭୭ ମସିହାରୁ ନିଷ୍ପତ୍ତି ନିଆଯାଇଥିବା ବେଳେ ହାଇସ୍କୁଲ ଗୁଡ଼ିକ ପାଇଁ ସହରାଂଚଳରେ ୨ଏକର ଓ ଗ୍ରାମାଂଚଳରେ ୩ ଏକର ଜମି ବିନା ମୂଲ୍ୟରେ ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଥିଲେ ।

ଏହି ନିଷ୍ପତ୍ତିକୁ ୧୯୯୮ ମସିହାରେ ସରକାର ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ମଧ୍ୟ ଲାଗୁ କରିଥିଲେ । ତେବେ ଆଜି କ୍ୟାବିନେଟ ନେଇଥିବା ନିଷ୍ପତ୍ତି ଅନୁସାରେ ସରକାରୀ ଡିଗ୍ରୀ କଲେଜ(ସ୍ୱୟଂଶାସିତ ଓ ଅଣସ୍ୱୟଂଶାସିତ) କଲେଜର ଜମିଗୁଡ଼ିକ ଉଚ୍ଚଶିକ୍ଷା ବିଭାଗ ନାମରେ ନାମିତ କରାଯିବ। ଯେଉଁଠି ଉଭୟ ଜୁନିୟର ଓ ସିନିୟର କଲେଜ ମିଶି କରି ଥିବ ସେଠାରେ ପୃଥ୍‌କ ଭାବେ ନକରି ଉଚ୍ଚଶିକ୍ଷା ବିଭାଗ ନାମରେ ନାମିତ କରାଯିବ।

ସେହିପରି ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲଗୁଡ଼ିକର ଦଖଲରେ ଥିବା ଗ୍ରାମାଂଚଳରେ ୫ଏକର ଓ ସହରାଂଚଳରେ ୩ଏକର ଜମିକୁ ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ମାର୍ଫତରେ ରହିବା ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନାଁରେ ରେକର୍ଡ କରାଯିବ। ରେକର୍ଡ ହେବାକୁ ଥିବା ଜମି ଲିଜ୍ ଯୋଗ୍ୟ, ଅଣଜଙ୍ଗଲ କିସମ, ଡିଏଲସି ଲିଷ୍ଟରେ ନଥାଇ ଅବରୋଧମୁକ୍ତ ଓ ବିବାଦମୁକ୍ତ ହୋଇଥିବା ଆବଶ୍ୟକ। ଏହି ଜମିକୁ ବିନାମୂଲ୍ୟରେ ଜିଲ୍ଲାପାଳଙ୍କ ଅନୁମୋଦନରେ ତହସିଲଦାର ରେକର୍ଡ କରିବେ।

ଏଥିପାଇଁ ଓଡ଼ିଶା ସରକାରୀ ଜମି ବନ୍ଦୋବସ୍ତ ଆଇନର ଆବଶ୍ୟକୀୟ ସଂଶୋଧନ ରାଜସ୍ୱ ବିଭାଗ ଦ୍ୱାରା କରାଯିବ । ସେହିପରି ଏସବୁ ଜମି ଉପରେ ହୋଇଥିବା ସମସ୍ତ ଜବରଦଖଲ ମାମଲା ମଧ୍ୟ ବନ୍ଦ କରାଯିବ । ଏହାର ମୂଲ୍ୟାୟନ ପାଇଁ ଟୋକନ ପରିମାଣ ପ୍ରତିବର୍ଷ ଏକ ପିଛା ଏକ ଟଙ୍କା ହସିବାରେ ଓ ଜୋରିମାନା ଏକର ପିଛା ୧୦ଟଙ୍କା ଆଦାୟ କରାଯିବ । ବକେୟା ରାଶି ଉପରେ ଯଦି କୌଣସି ସୁଧ ଥାଏ ତାକୁ ଛାଡ଼ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ମାର୍ଣ୍ଡି ସୂଚନା ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story