କ୍ୟାବିନେଟରେ ଚାଷୀ କାର୍ଡ: ଏମଏସପି ଦୁଇଗୁଣ ବୃଦ୍ଧି ପାଇଁ ପୁଣି କେନ୍ଦ୍ରକୁ ଜଣାଇବ ରାଜ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରଙ୍କ ଚାଷୀ ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ରାଜ୍ୟର କ୍ଷମତାସୀନ ବିଜେଡି ସରକାର ପୁଣିଥରେ ଚାଷୀ କାର୍ଡ ଖେଳିଛନ୍ତି । ସ୍ୱାମୀନାଥନ୍ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଓ ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି)କୁ ଦୁଇଗୁଣ କରିବା ନିମନ୍ତେ ନିଆଯାଇଥିବା ନିଷ୍ପତ୍ତି ସମ୍ବନ୍ଧରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ ବୋଲି ରାଜ୍ୟ କ୍ୟାବିନେଟ ଆଜି ସର୍ବସମ୍ମତି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ମୋଟ […]

farmer

farmer

Manoranjan Sial
  • Published: Tuesday, 09 February 2021
  • Updated: 09 February 2021, 08:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରଙ୍କ ଚାଷୀ ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ରାଜ୍ୟର କ୍ଷମତାସୀନ ବିଜେଡି ସରକାର ପୁଣିଥରେ ଚାଷୀ କାର୍ଡ ଖେଳିଛନ୍ତି । ସ୍ୱାମୀନାଥନ୍ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଓ ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି)କୁ ଦୁଇଗୁଣ କରିବା ନିମନ୍ତେ ନିଆଯାଇଥିବା ନିଷ୍ପତ୍ତି ସମ୍ବନ୍ଧରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ ବୋଲି ରାଜ୍ୟ କ୍ୟାବିନେଟ ଆଜି ସର୍ବସମ୍ମତି ନିଷ୍ପତ୍ତି ନେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ମୋଟ ୨୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ ବୈଠକ ସମ୍ପର୍କରେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚାଷୀମାନେ ସେମାନଙ୍କର ଉତ୍ପାଦର ଉପଯୁକ୍ତ ମୂଲ୍ୟ ପାଇବାରୁ ଯେପରି ବଂଚିତ ନହୁଅନ୍ତି, ସେଥିପାଇଁ ୨୦୧୭ ଓ ୨୦୧୮ରେ ରାଜ୍ୟ ବିଧାନସଭାରେ ଏକ ସର୍ବସମ୍ମତି ସଂକଳ୍ପ ପାରିତ ହୋଇଛି। ଚାଷୀଙ୍କ ଆୟ ବୃଦ୍ଧି ଦିଗରେ ଏମଏସପି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରଇଥାଏ। ଅନ୍ୟାନ୍ୟ କ୍ଷେତ୍ରରେ ନିୟୋଜିତ ବ୍ୟକ୍ତିଙ୍କ ଆୟର ଅଭିବୃଦ୍ଧି ତଥା ଚାଷଜନିତ ଖର୍ଚ୍ଚର ବୃଦ୍ଧି ସହିତ ତାଳମିଳାଇ ଚାଷୀଙ୍କ ଆୟ ମଧ୍ୟ ବୃଦ୍ଧି ହେବା ଉଚିତ୍। ଚାଷୀମାନଙ୍କୁ ସବୁପ୍ରକାରର ବିପଦରୁ ସୁରକ୍ଷା ଦେବା ନିମନ୍ତେ ସାମଗ୍ରିକ ଭାବେ କୃଷିଜାତ ଦ୍ରବ୍ୟଗୁଡ଼ିକର ଏମଏସପି ନିର୍ଦ୍ଧାରଣ ହେବା ଆବଶ୍ୟକ। ରାଜ୍ୟ ସରକାର ଚାଷୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। କୃଷିକୁ ଅଧିକ ଲାଭଦାୟକ କରିବା ସହ ଚାଷୀଙ୍କ ଆୟକୁ ଦ୍ୱିଗୁଣ କରିବା ନିମନ୍ତେ ନୂଆ କୃଷି ନୀତି-୨୦୨୦ ‘ସମୃଦ୍ଧି’ କାର୍ଯ୍ୟକାରୀ ହେଉଛି।

ଏମଏସ୍ ସ୍ୱାମୀନାଥନଙ୍କ ଅଧ୍ୟକ୍ଷତାରେ ଗଠିତ ଜାତୀୟ କୃଷକ କମିଶନଙ୍କ ସୁପାରିସ୍ ଅନୁସାରେ ସର୍ବନିମ୍ନ ସହାୟକ ମୂଲ୍ୟ, ଫସଲର ହାରାହାରି ଉତ୍ପାଦନ ଖର୍ଚ୍ଚ ଠାରୁ ଅତିକମରେ ଶତକଡ଼ା ୫୦ ପ୍ରତିଶତ ଅଧିକ ହେବା ଉଚିତ୍। ତେଣୁ ସ୍ୱାମୀନାଥନ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଓ ଏମଏସପିକୁ ଦୁଇଗୁଣ ବୃଦ୍ଧି ପାଇଁ ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ପୁଣିଥରେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବା ନିମନ୍ତେ ରାଜ୍ୟ କ୍ୟାବିନେଟ୍ ଆଜି ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟ କ୍ୟାବିନେଟର ଏହି ନିଷ୍ପତ୍ତ ପରେ ଆଗାମୀ ବିଧାନସଭାରେ ଶାସକ ବିଜେଡି ‘ଚାଷୀ କାର୍ଡ’ ଖେଳି ବିରୋଧୀ ବିଜେପିକୁ ବ୍ୟାକଫୁଟରେ ରଖିବାକୁ ଏବେଠୁ ରଣନୀତି ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story