୧୬ରେ ରାଜ୍ୟ କ୍ୟାବିନେଟ୍ ବୈଠକ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତା ୧୬ତାରିଖ ଅପରାହ୍ନ ୫ଟା ୪୫ମିନିଟରେ ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରାଜ୍ୟ ଯୋଜନା ବୋର୍ଡକୁ ଉଚ୍ଛେଦ କରି ନୀତି ଆୟୋଗ ଢାଞ୍ଚାରେ ଏକ ନୂଆ ଥିଙ୍କଟ୍ୟାଙ୍କ୍ ଗଠନ ପ୍ରସ୍ତାବକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ଏହା ସହିତ ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ଏହି କ୍ୟାବିନେଟ୍ ବୈଠକରେ ଉପସ୍ଥିତ […]

secretariat-odisha

secretariat-odisha

Manoranjan Sial
  • Published: Wednesday, 14 August 2019
  • Updated: 14 August 2019, 07:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତା ୧୬ତାରିଖ ଅପରାହ୍ନ ୫ଟା ୪୫ମିନିଟରେ ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରାଜ୍ୟ ଯୋଜନା ବୋର୍ଡକୁ ଉଚ୍ଛେଦ କରି ନୀତି ଆୟୋଗ ଢାଞ୍ଚାରେ ଏକ ନୂଆ ଥିଙ୍କଟ୍ୟାଙ୍କ୍ ଗଠନ ପ୍ରସ୍ତାବକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି।

ଏହା ସହିତ ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ଏହି କ୍ୟାବିନେଟ୍ ବୈଠକରେ ଉପସ୍ଥିତ ରହିବା ପାଇଁ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଖବର ଲେଖା ହେବାବେଳକୁ କୌଣସି ମନ୍ତ୍ରୀଙ୍କୁ କ୍ୟାବିନେଟ୍ ବୈଠକର ଏଜେଣ୍ଡା ଦିଆଯାଇନଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos