ଆସନ୍ତାକାଲି ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ଆସନ୍ତାକାଲି ଦିନ ସାଢ଼େ ୧୨ଟା ସମୟରେ ହେବ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଏହି କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ବୈଠକରେ ପଂଚାୟତିରାଜ ବିଭାଗର ୩ଟି ଅଧ୍ୟାଦେଶକୁ ଅନୁମୋଦନ ସହ ଅନୁଦାନପ୍ରାପ୍ତ କଲେଜ ଓ ସ୍କୁଲ ଶିକ୍ଷକମାନଙ୍କୁ ସପ୍ତମ ବେତନ କମିଶନ ହାରରେ ଦରମା ପ୍ରଦାନକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ତେବେ ରାଜ୍ୟର ଜଣେ ବରିଷ୍ଠ କ୍ୟାବିନେଟ ମନ୍ତ୍ରୀଙ୍କ ସୂଚନା ଅନୁସାରେ, […]

odisha-secretariat

odisha-secretariat

Ordigital Desk
  • Published: Thursday, 30 December 2021
  • Updated: 31 December 2021, 12:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ଆସନ୍ତାକାଲି ଦିନ ସାଢ଼େ ୧୨ଟା ସମୟରେ ହେବ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଏହି କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ବୈଠକରେ ପଂଚାୟତିରାଜ ବିଭାଗର ୩ଟି ଅଧ୍ୟାଦେଶକୁ ଅନୁମୋଦନ ସହ ଅନୁଦାନପ୍ରାପ୍ତ କଲେଜ ଓ ସ୍କୁଲ ଶିକ୍ଷକମାନଙ୍କୁ ସପ୍ତମ ବେତନ କମିଶନ ହାରରେ ଦରମା ପ୍ରଦାନକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି।

ତେବେ ରାଜ୍ୟର ଜଣେ ବରିଷ୍ଠ କ୍ୟାବିନେଟ ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଆସନ୍ତାକାଲି କ୍ୟାବିନେଟ ବୈଠକ ପାଇଁ ପୂର୍ବରୁ ନୋଟିସ୍ ଦିଆଯାଇଛି। କିନ୍ତୁ ଆଜି ଅଚାନକ ପୂର୍ବତନ ବାଚସ୍ପତି ତଥା ବିଧାୟକ କିଶୋର ମହାନ୍ତିଙ୍କ ଅକାଳ ମୃତ୍ୟୁ ହୋଇଥିବାରୁ କ୍ୟାବିନେଟ ବୈଠକ ବସିବ କିମ୍ବା ନାହିଁ ତାହା ମୁଖ୍ୟମନ୍ତ୍ରୀଙ୍କ ଉପରେ ନିର୍ଭର କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story