ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୪୫ମିନିଟରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୋଟ ୧୨ଟି ଏଜେଣ୍ଡା ଉପରେ ବିଚାରବିମର୍ଶ ହେବ ବୋଲି ସୂଚନା ମିଳିଛି। ଅର୍ଥ, ସମବାୟ, ପଞ୍ଚାୟତିରାଜ, ନଗର ଉନ୍ନୟନ, ସାଧାରଣ ପ୍ରଶାସନ, ଆଇନ ଆଦି ବିଭାଗର ଏଜେଣ୍ଡା ଉପରେ କ୍ୟାବିନେଟ୍ ନିଷ୍ପତ୍ତି ନେବେ। ତେବେ ଖବର ଲେଖା ହେବାସୁଦ୍ଧା ମନ୍ତ୍ରୀମାନଙ୍କୁ କ୍ୟାବିନେଟ୍ ବୈଠକର ଏଜେଣ୍ଡା […]

sachi

sachi

Manoranjan Sial
  • Published: Wednesday, 25 September 2019
  • Updated: 25 September 2019, 07:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୪୫ମିନିଟରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ମୋଟ ୧୨ଟି ଏଜେଣ୍ଡା ଉପରେ ବିଚାରବିମର୍ଶ ହେବ ବୋଲି ସୂଚନା ମିଳିଛି। ଅର୍ଥ, ସମବାୟ, ପଞ୍ଚାୟତିରାଜ, ନଗର ଉନ୍ନୟନ, ସାଧାରଣ ପ୍ରଶାସନ, ଆଇନ ଆଦି ବିଭାଗର ଏଜେଣ୍ଡା ଉପରେ କ୍ୟାବିନେଟ୍ ନିଷ୍ପତ୍ତି ନେବେ। ତେବେ ଖବର ଲେଖା ହେବାସୁଦ୍ଧା ମନ୍ତ୍ରୀମାନଙ୍କୁ କ୍ୟାବିନେଟ୍ ବୈଠକର ଏଜେଣ୍ଡା ପ୍ରସଙ୍ଗରେ କୌଣସି ସୂଚନା ଦିଆଯାଇନଥିବାବେଳେ କେବଳ ବୈଠକରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story