Advertisment

ପ୍ରକାଶ ପାଇଲା OCS ପ୍ରିଲିମନାରୀ ପରୀକ୍ଷା ତାରିଖ

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ସିଭିଲ ସର୍ଭିସ(OCS) ଏକ୍‌ଜାମ-୨୦୨୧ ପ୍ରିଲିମନାରୀ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ୧୬ ତାରିଖରେ ପ୍ରିଲିମନାରୀ ପରୀକ୍ଷା ହେବ ବୋଲି  ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ପକ୍ଷରୁ ଜାରି ପ୍ରେସ ରିଲିଜ ଅନୁଯାୟୀ,  ପ୍ରିଲିମନାରୀ ପରୀକ୍ଷା ଅକ୍ଟୋବର ୧୬ ତାରିଖ ରବିବାର ହେବ।   ୧୬ ତାରିଖରେ ୨ଟି ସିଟିଂରେ ପରୀକ୍ଷା କରାଯିବ।  ସକାଳ ୧୦ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଜେନେରାଲ ଷ୍ଟଡିଜ୍ ପେପର୍ […]

ଅଦ୍ୟତନ ହୋଇଛି
୨୭ରେ ASO ପରୀକ୍ଷା

Exam

Advertisment

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ସିଭିଲ ସର୍ଭିସ(OCS) ଏକ୍‌ଜାମ-୨୦୨୧ ପ୍ରିଲିମନାରୀ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ୧୬ ତାରିଖରେ ପ୍ରିଲିମନାରୀ ପରୀକ୍ଷା ହେବ ବୋଲି  ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ପକ୍ଷରୁ ଜାରି ପ୍ରେସ ରିଲିଜ ଅନୁଯାୟୀ,  ପ୍ରିଲିମନାରୀ ପରୀକ୍ଷା ଅକ୍ଟୋବର ୧୬ ତାରିଖ ରବିବାର ହେବ।   ୧୬ ତାରିଖରେ ୨ଟି ସିଟିଂରେ ପରୀକ୍ଷା କରାଯିବ।  ସକାଳ ୧୦ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଜେନେରାଲ ଷ୍ଟଡିଜ୍ ପେପର୍ -୧ ରହିଛି।  ଦିନ ୧ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଜେନେରାଲ୍ ଷ୍ଟଡିଜ୍ ପେପର୍-୨ ରହିଛି । ଭିନ୍ନକ୍ଷମ ପ୍ରାର୍ଥୀମାନଙ୍କୁ ୪୦ ମିନିଟ ଅତିରିକ୍ତ ସମୟ ମିଳିବ ।

ରାଜ୍ୟର ୫ଟି ଜୋନ୍‌ ଅର୍ଥାତ ବାଲେଶ୍ୱର, ବ୍ରହ୍ମପୁର, ଭୁବେନଶ୍ୱର, କଟକ ଏବଂ ସମ୍ବଲପୁରରେ ଏହି ପରୀକ୍ଷା ହେବ  ବୋଲି ଜଣାଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe