ଆସନ୍ତାକାଲିଠାରୁ ୫ ଦିନିଆ ଦିଲ୍ଲୀଗସ୍ତରେ ଯାଉଛନ୍ତି ନବୀନ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଅପରାହ୍ନ ୧.୫୦ ମିନିଟ୍‌ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାପୋର୍ଟରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ସୂଚନାରୁ ପ୍ରକାଶ, ଆସନ୍ତା ଗୁରୁବାର ଦିଲ୍ଲୀର ବିଜ୍ଞାନ ଭବନରେ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ ହେବ। ଏଥିରେ ଅତିଥିଭାବେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଥିଲା। ନିମନ୍ତ୍ରଣ ରକ୍ଷା କରି ନବୀନ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବେ। ଶୁକ୍ରବାର […]

naveen-patnaik

naveen-patnaik

Rakesh Mallick
  • Published: Tuesday, 18 July 2017
  • Updated: 18 July 2017, 10:49 PM IST

Sports

Latest News

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଅପରାହ୍ନ ୧.୫୦ ମିନିଟ୍‌ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାପୋର୍ଟରୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

ସୂଚନାରୁ ପ୍ରକାଶ, ଆସନ୍ତା ଗୁରୁବାର ଦିଲ୍ଲୀର ବିଜ୍ଞାନ ଭବନରେ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ ହେବ। ଏଥିରେ ଅତିଥିଭାବେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଥିଲା। ନିମନ୍ତ୍ରଣ ରକ୍ଷା କରି ନବୀନ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବେ। ଶୁକ୍ରବାର ସରକାରୀ କାମ କମରେ ସେ ଯୋଗଦେବେ। ଶନିବାର ବିଦାୟୀ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମ୍ୱର୍ଦ୍ଧନା ଡିନର ପାର୍ଟିରେ ଯୋଗଦେଇ ରବିବାର ନବୀନ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story