ସବୁ ଅବିଭକ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ସମସ୍ତ ଅବିଭକ୍ତ ଜିଲ୍ଲାରେ ଗୋଟିଏ ଲେଖାଏ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କରିବାକୁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଫୁଲବାଣୀ ଜିଲ୍ଲା ମୁଖ୍ୟାଳୟରେ ୫୦୦ଶଯ୍ୟା ବିଶିଷ୍ଟ ଗୋଟିଏ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି। ‘ମୋ ସରକାର’ ଟିମ ଦ୍ୱିତୀୟ ପର୍ଯ୍ୟାୟରେ ୬ଟି ଜିଲ୍ଲା ଗସ୍ତରେ ଯାଇ ଯେଉଁ ରିପୋର୍ଟ ଦେଇଥିଲେ […]

naveen

naveen

Manoranjan Sial
  • Published: Wednesday, 16 October 2019
  • Updated: 16 October 2019, 08:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ସମସ୍ତ ଅବିଭକ୍ତ ଜିଲ୍ଲାରେ ଗୋଟିଏ ଲେଖାଏ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କରିବାକୁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଫୁଲବାଣୀ ଜିଲ୍ଲା ମୁଖ୍ୟାଳୟରେ ୫୦୦ଶଯ୍ୟା ବିଶିଷ୍ଟ ଗୋଟିଏ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି। ‘ମୋ ସରକାର’ ଟିମ ଦ୍ୱିତୀୟ ପର୍ଯ୍ୟାୟରେ ୬ଟି ଜିଲ୍ଲା ଗସ୍ତରେ ଯାଇ ଯେଉଁ ରିପୋର୍ଟ ଦେଇଥିଲେ ତାହା ଆଧାରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିବା ସୂଚନା ଦେଇଛନ୍ତି।

ଏହାସହିତ ପ୍ରତ୍ୟେକ ଜିଲ୍ଲା ହସ୍ପିଟାଲରେ ଆଟେଣ୍ଡାଣ୍ଟଙ୍କ ପାଇଁ ବିଶ୍ରାମଗୃହ, ରୋଗୀ କଲ୍ୟାଣ ସମିତିକୁ ୧୫ଲକ୍ଷ ଟଙ୍କା ସହାୟତା, ରକ୍ତଦାନ ଗତିବିଧି ପାଇଁ ପ୍ରୋତ୍ସାହନ ଯୋଗାଇବାକୁ ନୂଆପଡ଼ା, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ପୁଲିସ ଏସପିଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ବୌଦ୍ଧରେ ଥିବା ଜେଲ୍ ବିଭାଗର ଜମିକୁ ମାସକ ମଧ୍ୟରେ ହସ୍ତାନ୍ତର କରାଯାଇ ସେଠାରେ ୨୦୦ ଶଯ୍ୟା ବିଶିଷ୍ଟ ନୂଆ ଜିଲ୍ଲା ହସ୍ପିଟାଲ ନିର୍ମାଣ କରାଯିବ। ହରଭଙ୍ଗା ବ୍ଲକରେ କିଡନୀ ରୋଗର ଅନୁଧ୍ୟାନ ପାଇଁ ଏକ ଟିମ୍ ପଠାଯିବ। ବୌଦ୍ଧ ଜିଲ୍ଲା ହସ୍ପିଟାଲକୁ ଗୋଟିଏ ଆମ୍ବୁଲାନ୍ସ ଓ ଗୋଟିଏ ମହାପ୍ରୟାଣ ଗାଡ଼ି ଦିଆଯିବ।

ସେହିପରି ନୟାଗଡ଼ ଜିଲ୍ଲା ହସ୍ପିଟାଲରେ ବେଡ୍ ସଂଖ୍ୟା ୨୫୦କୁ ବୃଦ୍ଧି, ୧୦୦ ଶଯ୍ୟା ପାଇଁ ଅତିରିକ୍ତ ଭାବେ ନୂଆ କୋଠା ନିର୍ମାଣ, ୨ଟି ଆମ୍ବୁଲାନ୍ସ ଓ ଗୋଟିଏ ମହାପ୍ରୟାଣ ଗାଡ଼ି ଯୋଗାଇ ଦିଆଯିବ।କଳାହାଣ୍ଡି ଜିଲ୍ଲା ହସ୍ପିଟାଲରେ ୧୦୦ଶଯ୍ୟା ପାଇଁ ନୂଆ କୋଠା ନିର୍ମାଣ ସହ ୩ଟି ଆମ୍ବୁଲାନ୍ସ ଓ ୨ଟି ମହାପ୍ରୟାଣ ଗାଡ଼ି, ରାୟଗଡ଼ା ଜିଲ୍ଲାର କାଶୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପାନୀୟ ଜଳ ଯୋଗାଣ ଓ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ କରାଯିବ। ୪ଟି ଆମ୍ବୁଲାନ୍ସ ଓ ଗୋଟିଏ ମହାପ୍ରୟାଣ ଗାଡ଼ି ଜିଲ୍ଲା ହସ୍ପିଟାଲକୁ ଦିଆଯିବ। ସେହିପରି ନୂଆପଡ଼ା ଜିଲ୍ଲା ହସ୍ପିଟାଲକୁ ୨ଟି ଆମ୍ବୁଲାନ୍ସ ଓ ଗୋଟିଏ ମହାପ୍ରୟାଣ ଗାଡ଼ି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story