ଆକାଶ ମାର୍ଗରୁ ‘ବୁଲ୍‌ବୁଲ୍‌’ ପ୍ରଭାବିତ ଅଞ୍ଚଳ ଦେଖିବା ପରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ବୁଲ୍‌ବୁଲ୍‌’ କ୍ଷୟକ୍ଷତି ଆକଳନ ପାଇଁ ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାତ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା। ସମୀକ୍ଷା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲେ। ଏହା ପରେ ଲୋକସେବା ଭବନରେ ପ୍ରଭାବିତ ଅଞ୍ଚଳ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲାପାଳଙ୍କ […]

naveen

naveen

Manoranjan Sial
  • Published: Monday, 11 November 2019
  • Updated: 11 November 2019, 07:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ବୁଲ୍‌ବୁଲ୍‌’ କ୍ଷୟକ୍ଷତି ଆକଳନ ପାଇଁ ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାତ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା।

ସମୀକ୍ଷା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲେ। ଏହା ପରେ ଲୋକସେବା ଭବନରେ ପ୍ରଭାବିତ ଅଞ୍ଚଳ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେସିଂ ଯୋଗେ କ୍ଷୟକ୍ଷତି ନେଇ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ। ଏହା ପରେ ସେ ‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି।

ଘୋଷଣା ଅନୁସାରେ ଅଣ ଜଳସେଚିତ ଜମି ପାଇଁ ୩୩ ପ୍ରତିଶତ ବା ଅଧିକ ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଛା ୬୮୦୦ ଟଙ୍କା ଇନ୍‌ପୁଟ୍‌ ସବ୍‌ସିଡି ଦିଆଯିବ। ଜଳସେଚିତ ଜମିରେ ଏହି ସହାୟତା ପରିମାଣ ହେକ୍ଟର ପିଛା ୧୩ ହଜାର ୫ ଶହ ଟଙ୍କା ଓ ସବୁଦିନିଆ ଫସଲ ପାଇଁ ହେକ୍ଟର ପିଛା ୧୮ ହଜାର ଟଙ୍କା ପ୍ରଦାନ କରାଯିବ।

ସେହିପରି ଆଂଶିକ କ୍ଷତି ହୋଇଥିବା ଡଙ୍ଗା ପାଇଁ ୪ ହଜାର ୧ଶହ ଟଙ୍କା, ଆଂଶିକ କ୍ଷତି ହୋଇଥିବା ଜାଲ ପାଇଁ ୨୧ ଶହ ଟଙ୍କା, ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୯ ହଜାର ୬ଶହ ଟଙ୍କା ଓ ସଂପୂର୍ଣ୍ଣ ନଷ୍ଟହୋଇଥିବା ଜାଲ ପାଇଁ ୨୬ ଶହ ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମାଛ ଚାଷୀଙ୍କ ପାଇଁ ହେକ୍ଟର ପିଛା ୧୨ ହଜାର ୨ ଶହ ଓ ଇନ୍‌ପୁଟ୍‌ ସବ୍‌ସିଡି ଭାବରେ ହେକ୍ଟର ପିଛା ୮ ହଜାର ୨ଶହ ଟଙ୍କା ସହାୟତା ପ୍ରଦାନ କରାଯିବ। କ୍ଷୀର ଦେଉଥିବା ଗାଈ ଓ ମଇଁଷି ପାଇଁ ମଧ୍ୟ ସହାୟତା ଘୋଷଣା ହୋଇଛି। କ୍ଷୀର ଦେଉଥିବା ପ୍ରତି ପ୍ରାଣୀ ପାଇଁ ୩୦ ହଜାର ଟଙ୍କା ଓ କ୍ଷୀର ଦେଉ ନଥିବା ପ୍ରାଣୀ ପାଇଁ ୨୫ ହଜାର ଟଙ୍କା ଲେଖାଏଁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story