ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ୟାପିଟାଲ୍ ହସ୍ପିଟାଲ୍ ଯାଇ ଆଜି ନିଜ ଦାନ୍ତର ଚିକିତ୍ସା କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାୟ ଅଧ ଘଣ୍ଟା କାଳ ସେ ସେଠାରେ ରହିଥିଲେ।
ଗତ ଡିସେମ୍ବର ମାସରେ ମୁଖ୍ୟମନ୍ତ୍ରୀଙ୍କ ଦାନ୍ତରେ ରୁଟ୍ କେନାଲ୍ ହୋଇଥିଲା। ଆଜି ଫିଲିଂ କରାଯାଇଥିଲା।
କ୍ୟାପିଟାଲ୍ ହସ୍ପିଟାଲର ଡାକ୍ତର ସୌମେନ୍ଦ୍ର ଷଡଙ୍ଗୀ କହିଛନ୍ତି,“ ଡିସେମ୍ବର ମାସରେ ଉପର ଦାନ୍ତରେ ରୁଟ୍ କେନାଲ ହୋଇଥିଲା। ଆଜି ଫିଲିଂ କରାଗଲା। ଏଥିପାଇଁ ଅଧଘଣ୍ଟା ଲାଗିଥିଲା। ମୁଖ୍ୟମନ୍ତ୍ରୀଙ୍କୁ ନରମାଲ ଖାଦ୍ୟ ଖାଇବାକୁ କୁହାଯାଇଛି। କିଛି ମେଡିସିନ୍ ଦିଆଯାଇ ନାହିଁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।