ନବୀନଙ୍କୁ ଭେଟିବେ କେ.ଚନ୍ଦ୍ରଶେଖର, କଣ ପାଇଁ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆସନ୍ତା ମାସ ପ୍ରଥମ ସପ୍ତାହରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଭେଟିବେ। ଦେଶରେ ତୃତୀୟ ସାମ୍ମୁଖ୍ୟ ଗଠନ ନେଇ ରାଓ ଉଦ୍ୟମ କରୁଥିବାରୁ ତାଙ୍କ ଗସ୍ତକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହି ପ୍ରସଙ୍ଗରେ ସେ ନବୀନଙ୍କ ସହ ଆଲୋଚନା କରିବା ନେଇ ତଳ୍ପନା ଜଳ୍ପନା ପ୍ରକାଶ ପାଉଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି-“ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀଜୀଉଙ୍କ ଦର୍ଶନ ଲାଗି ପୁରୀ […]

naveen-patnaik and k chandrashekar

naveen-patnaik and k chandrashekar

Rakesh Mallick
  • Published: Tuesday, 17 April 2018
  • Updated: 17 April 2018, 07:38 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆସନ୍ତା ମାସ ପ୍ରଥମ ସପ୍ତାହରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଭେଟିବେ। ଦେଶରେ ତୃତୀୟ ସାମ୍ମୁଖ୍ୟ ଗଠନ ନେଇ ରାଓ ଉଦ୍ୟମ କରୁଥିବାରୁ ତାଙ୍କ ଗସ୍ତକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହି ପ୍ରସଙ୍ଗରେ ସେ ନବୀନଙ୍କ ସହ ଆଲୋଚନା କରିବା ନେଇ ତଳ୍ପନା ଜଳ୍ପନା ପ୍ରକାଶ ପାଉଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି।

ସେ କହିଛନ୍ତି-“ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀଜୀଉଙ୍କ ଦର୍ଶନ ଲାଗି ପୁରୀ ଆସୁଛନ୍ତି। ଏହି ସମୟରେ ରାଓ ତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ। ଏଥିରେ ଥାର୍ଡ ଫ୍ରଣ୍ଟ କିମ୍ବା କୌଣସି ରାଜନୈତିକ ପ୍ରସଙ୍ଗ ସ୍ଥାନ ପାଇବ ନାହିଁ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos