ରେଳ ପ୍ରକଳ୍ପ ପାଇଁ ୧୦ ହଜାର କୋଟି ଟଙ୍କା ଦାବି କଲା କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷରେ ରେଳ ପ୍ରକଳ୍ପ ପାଇଁ ୧୦ହଜାର କୋଟି ଟଙ୍କାର ଅନୁଦାନ ଦେବାକୁ କଂଗ୍ରେସ ଦାବି କରିଛି। ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି ଯେ, ସଂସଦରେ ଫେବୃଆରୀରେ ବଜେଟ ଉପସ୍ଥାପନ ହୋଇଥିବା ବେଳେ ଓଡ଼ିଶା ବିଧାନସଭା କମିଟି ଫେବୃଆରୀ ୧୨ ରେ ରେଳମନ୍ତ୍ରୀଙ୍କୁ ସାକ୍ଷାତ କରି ରାଜ୍ୟର ଦାବି ରଖିଥିଲେ। ଆଗାମୀ କେନ୍ଦ୍ର ବଜେଟ୍ ୨୦୨୧-୨୨ ସଂସଦରେ ଫେବୃଆରୀ ପହିଲାରେ ଉପସ୍ଥାପନ ପାଇଁ ଧାର୍ଯ୍ୟ ହୋଇଛି। କଂଗ୍ରେସ ଦଳର ଆଶଙ୍କା […]

congress

congress

Manoranjan Sial
  • Published: Friday, 22 January 2021
  • Updated: 22 January 2021, 10:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷରେ ରେଳ ପ୍ରକଳ୍ପ ପାଇଁ ୧୦ହଜାର କୋଟି ଟଙ୍କାର ଅନୁଦାନ ଦେବାକୁ କଂଗ୍ରେସ ଦାବି କରିଛି।

ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି ଯେ, ସଂସଦରେ ଫେବୃଆରୀରେ ବଜେଟ ଉପସ୍ଥାପନ ହୋଇଥିବା ବେଳେ ଓଡ଼ିଶା ବିଧାନସଭା କମିଟି ଫେବୃଆରୀ ୧୨ ରେ ରେଳମନ୍ତ୍ରୀଙ୍କୁ ସାକ୍ଷାତ କରି ରାଜ୍ୟର ଦାବି ରଖିଥିଲେ। ଆଗାମୀ କେନ୍ଦ୍ର ବଜେଟ୍ ୨୦୨୧-୨୨ ସଂସଦରେ ଫେବୃଆରୀ ପହିଲାରେ ଉପସ୍ଥାପନ ପାଇଁ ଧାର୍ଯ୍ୟ ହୋଇଛି। କଂଗ୍ରେସ ଦଳର ଆଶଙ୍କା ବଜେଟ୍ ଉପସ୍ଥାପନ ପୂର୍ବରୁ ରାଜ୍ୟର ଦାବି ସଠିକ୍ ଭାବେ ଉପସ୍ଥାପିତ ହୋଇ ନପାରିଲେ ଓଡ଼ିଶାବାସୀଙ୍କୁ କ୍ଷତି ସହିବାକୁ ପଡିବ। ଏଣୁ ବଜେଟ୍ ଉପସ୍ଥାପନ ପରେ ରାଜ୍ୟ ସରକାର ଦାବି କରି ରାଜ୍ୟବାସୀଙ୍କୁ ଭ୍ରମିତ କରିବା ଅପେକ୍ଷା ବଜେଟ୍ ପୂର୍ବରୁ ସରକାର ରାଜ୍ୟକୁ କିଭଳି ଅଧିକରୁ ଅଧିକ ଅନୁଦାନ ମିଳିବ ସେଥିପ୍ରତି କେନ୍ଦ୍ର ରେଳମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିବା ଉଚିତ୍ । ଦଳୀୟ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଦିଲ୍ଲୀ ଦରବାରରେ ଓଡ଼ିଶାର ନ୍ୟାଯ୍ୟ ସ୍ୱାର୍ଥ ଉପସ୍ଥାପନ ଲାଗି ଉଭୟ ବିଜେଡି – ବିଜେପିକୁ କଂଗ୍ରେସ ଆହ୍ୱାନ କରିଛି। ଓଡ଼ିଶାରୁ ପ୍ରତିବର୍ଷ ୧୫ ହଜାର କୋଟିରୁ ଉର୍ଦ୍ଧ୍ୱ ରାଜସ୍ୱ ରେଳବାଇ ପାଉଥିବାବେଳେ ରାଜ୍ୟର ରେଳ ବିକାଶ ଲାଗି ଆଗାମୀ ବଜେଟ୍‌ରେ ଅତି କମ୍‌ରେ ୧୦ ହଜାର କୋଟି ଟଙ୍କା ବଜେଟ୍ ଅନୁଦାନ ଘୋଷଣା କରିବାକୁ କଂଗ୍ରେସ ଦାବି କରୁଛି। ଏହାସହିତ ଓଡ଼ିଶା ବିଧାନସଭା କମିଟି ତୁରନ୍ତ ବଜେଟ୍ ପୂର୍ବରୁ ରେଳମନ୍ତ୍ରୀଙ୍କ ନିକଟରେ ରେଳ ଅନୁଦାନ ପ୍ରସଙ୍ଗରେ ଦାବି ଉପସ୍ଥାପନ କରନ୍ତୁ।

ଓଡ଼ିଶା ସରକାର ବିଧିବଦ୍ଧ ଭାବେ ରେଳ କ୍ଷେତ୍ରରେ ଅଧିକ ଅନୁଦାନ ପାଇଁ କେନ୍ଦ୍ରକୁ ଅନୁରୋଧ କରନ୍ତୁ। ରାଜ୍ୟ ପରିବହନ ମନ୍ତ୍ରୀ ଏହି ପ୍ରସଙ୍ଗରେ ଦିଲ୍ଲୀ ଯାଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କରନ୍ତୁ। ରେଳ କ୍ଷେତ୍ରରେ ବିକାଶ ପାଇଁ ବଜେଟ୍ ପୂର୍ବରୁ ଓଡ଼ିଶାର ସମସ୍ତ ସାଂସଦ ଏକାଠି ହୋଇ ରେଳମନ୍ତ୍ରୀଙ୍କୁ ଭେଟି ରାଜ୍ୟର ଦାବି ଉପସ୍ଥାପନ କରନ୍ତୁ। ବଜେଟ୍‌ରେ ଓଡ଼ିଶାର ମେଟ୍ରୋ ରେଳ ପ୍ରକଳ୍ପ ପ୍ରସ୍ତାବ ସମେତ ଅନ୍ୟାନ୍ୟ ପ୍ରକଳ୍ପ ନିମନ୍ତେ ଅର୍ଥବରାଦ କରାଯାଉ ବୋଲି କଂଗ୍ରେସ ଦାବି କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story