ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଶିଶୁ ଅପହରଣ, ମହିଳା ନିର୍ଯାତନା, ଅପରାଧ ଲଗାତର ବୃଦ୍ଧି ପାଉଛି। ଏସବୁ ମାମଲାକୁ ନେଇ ଆସନ୍ତା ୨୧ ତାରିଖରେ କଂଗ୍ରେସ ଏସପିଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ। ଏ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। କଂଗ୍ରେସ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ୍ ଶୃଙ୍ଖଳା ପ୍ରତିବାରେ ବିକ୍ଷୋଭ କରାଯିବ।
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ଓଡିଶା ଭଳି ଶାନ୍ତି ପ୍ରିୟ ରାଜ୍ୟରେ ଶିଶୁ ଅପହରଣ, ମହିଳା ର୍ନିର୍ଯାତନା, ଅପରାଧ ବଢିଚାଲିଛି। ଯାହା ଆମ ରାଜ୍ୟ ପାଇଁ ଲଜ୍ଜା ଓ ଦୁଃଖଦ ଘଟଣା। ତେବେ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଅପହରଣରେ ଝିଅଙ୍କ ସଂଖ୍ୟା ଅଧିକ ବୋଲି ସେ କହିଛନ୍ତି।
ଅପରାଧ କମାଇବା ପାଇଁ କିମ୍ବା ଅପହୃତଙ୍କୁ ଉଦ୍ଧାର ପାଇଁ ସରକାର ପଦକ୍ଷେପ ନେଉ ନାହାନ୍ତି। ଏଠି ନା ଶିଶୁ ନା ମହିଳା ନା ସାଧାରଣ ଲୋକ କେହି ବି ସୁରକ୍ଷିତ ନଥିବା ନିରଞ୍ଜନ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ବିକ୍ଷୋଭ କରାଯିବ ବୋଲି ପିସିସି ସଭାପତି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।