୮୦୩୬ କୋଟିର ଅତିରିକ୍ତ ଚିଠା ବଜେଟକୁ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୮୦୩୬ କୋଟିର ପ୍ରଥମ ଅତିରିକ୍ତ ଚିଠା ବଜେଟକୁ ଆଜି ମନ୍ତ୍ରିପରିଷଦର ମଞ୍ଜୁରୀ ମିଳିଛି। ଏହି ଅତିରିକ୍ତ ବଜେଟକୁ ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ଅର୍ଥାତ ନଭେମ୍ବର ୧୩ତାରିଖରେ ଗୃହରେ ଉପସ୍ଥାପନ କରାଯିବାର କାର୍ଯ୍ୟକ୍ରମ ରହିଛି। ବଜେଟରେ ପୁରୀ ଶ୍ରୀମନ୍ଦିର ପାରିପାଶ୍ୱିର୍କରେ ଭିତ୍ତିଭୂମି ନିର୍ମାଣ, ବିଭିନ୍ନ ମେଡିକାଲ କଲେଜ ଓ ହସ୍ପିଟାଲରେ ଭିତ୍ତିଭୂମି ସୁଧାର ନିମନ୍ତେ ଅତିରିକ୍ତ ବ୍ୟୟ, କାଳିଆ ଯୋଜନା ନିମନ୍ତେ ଅତିରିକ୍ତ ପାଣ୍ଠି ସମେତ […]

naveen

naveen

Manoranjan Sial
  • Published: Friday, 08 November 2019
  • Updated: 08 November 2019, 03:51 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୮୦୩୬ କୋଟିର ପ୍ରଥମ ଅତିରିକ୍ତ ଚିଠା ବଜେଟକୁ ଆଜି ମନ୍ତ୍ରିପରିଷଦର ମଞ୍ଜୁରୀ ମିଳିଛି। ଏହି ଅତିରିକ୍ତ ବଜେଟକୁ ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ଅର୍ଥାତ ନଭେମ୍ବର ୧୩ତାରିଖରେ ଗୃହରେ ଉପସ୍ଥାପନ କରାଯିବାର କାର୍ଯ୍ୟକ୍ରମ ରହିଛି। ବଜେଟରେ ପୁରୀ ଶ୍ରୀମନ୍ଦିର ପାରିପାଶ୍ୱିର୍କରେ ଭିତ୍ତିଭୂମି ନିର୍ମାଣ, ବିଭିନ୍ନ ମେଡିକାଲ କଲେଜ ଓ ହସ୍ପିଟାଲରେ ଭିତ୍ତିଭୂମି ସୁଧାର ନିମନ୍ତେ ଅତିରିକ୍ତ ବ୍ୟୟ, କାଳିଆ ଯୋଜନା ନିମନ୍ତେ ଅତିରିକ୍ତ ପାଣ୍ଠି ସମେତ ବୌଦରେ ନୂଆ ମେଡିକାଲ କଲେଜ ନିର୍ମାଣ ପାଇଁ ଅର୍ଥବରାଦ ସହ କେତେକ ଜଳସେଚନ ପ୍ରକଳ୍ପ ପାଇଁ ମଧ୍ୟ ଅର୍ଥ ଆବଣ୍ଟନ ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ମନ୍ତ୍ରିପରିଷଦ ବୈଠକରେ ୮୦୩୬ କୋଟି ଟଙ୍କାର ଚିଠା ବଜେଟ ସମ୍ପର୍କରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଏହାପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗତ ଅଧିବେଶନରେ କୌଣସି ବିଲ୍ ଆସିନଥିବାରୁ ଆଗାମୀ ଅଧିବେଶନରେ ଅଧିକ ବିଲ୍ ଆଣିବା ନେଇ ପ୍ରସ୍ତାବ ଦେଇଥିଲେ। ତେବେ ବୈଠକରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବିଭିନ୍ନ ବିଭାଗ ପାଇଁ ହୋଇଥିବା ଅର୍ଥ ଆବଣ୍ଟନ ନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ଉଦ୍ଦେଶ୍ୟରେ ମତ ରଖୁଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ଇସାରାରେ ବୈଠକ ସାରିବା ପାଇଁ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ, ଗତ ଜୁଲାଇ ମାସରେ ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧.୩୯ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଥିଲେ। ଏଫଆରବିଏମ୍ ଆକ୍ଟ ଅନୁସାରେ ବଜେଟରେ ବିତ୍ତୀୟ ନିଅଣ୍ଟ ପରିମାଣ ୩.୫% କୁ ଛୁଇଁଥିବାରୁ ସରକାର ଅତିରିକ୍ତ ବଜେଟ ପ୍ରସ୍ତୁତିରେ ସତର୍କତା ଅବଲମ୍ବନ କରି ଖର୍ଚ୍ଚ ହୋଇପାରୁନଥିବା ଯୋଜନାରୁ ଅର୍ଥକୁ ସ୍ଥାନାନ୍ତର କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ତା’ଛଡ଼ା ଆର୍ଥିକ ମାନ୍ଦାବସ୍ଥା ଯୋଗୁ ବଜେଟରେ ଆକଳନ କରାଯାଇଥିବା ଜିଏସଟି ପରିମାଣ ତୁଳନାରେ କମ୍ ଅର୍ଥ କେନ୍ଦ୍ର ସରକାରଙ୍କଠୁ ମିଳିବାର ଥିବାରୁ ଏହାକୁ ମଧ୍ୟ ଅତିରିକ୍ତ ବଜେଟ୍ ପ୍ରସ୍ତୁତିବେଳେ ଦୃଷ୍ଟିରେ ରଖାଯାଇଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story