ଗୁରୁବାର ରାଜ୍ୟ ମନ୍ତ୍ରିପରିଷଦର ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୪୫ମିନିଟରେ ରାଜ୍ୟ ମନ୍ତ୍ରିପରିଷଦର ଏକ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ହେବାକୁ ଥିବା ଏହି ମନ୍ତ୍ରିପରିଷଦ ବୈଠକର ଏଜେଣ୍ଡା ସମ୍ପର୍କରେ ମନ୍ତ୍ରୀମାନଙ୍କୁ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇ ନାହିଁ। କେବଳ ବୈଠକରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ ଟେବୁଲ ଉପରେ ହିଁ ମନ୍ତ୍ରୀମାନଙ୍କୁ ଏଜେଣ୍ଡା ଦିଆଯିବ ବୋଲି କୁହାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ସନ୍ଧ୍ୟାରେ […]

sa

Manoranjan Sial
  • Published: Wednesday, 10 July 2019
  • , Updated: 10 July 2019, 09:30 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୪୫ମିନିଟରେ ରାଜ୍ୟ ମନ୍ତ୍ରିପରିଷଦର ଏକ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ହେବାକୁ ଥିବା ଏହି ମନ୍ତ୍ରିପରିଷଦ ବୈଠକର ଏଜେଣ୍ଡା ସମ୍ପର୍କରେ ମନ୍ତ୍ରୀମାନଙ୍କୁ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇ ନାହିଁ। କେବଳ ବୈଠକରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ ଟେବୁଲ ଉପରେ ହିଁ ମନ୍ତ୍ରୀମାନଙ୍କୁ ଏଜେଣ୍ଡା ଦିଆଯିବ ବୋଲି କୁହାଯାଇଛି।

ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ସନ୍ଧ୍ୟାରେ ରାଜ୍ୟ ସୂଚନା କମିଶନର ଚୟନ ବୈଠକରେ ଯୋଗ ଦେବା ପାଇଁ ରାଜ୍ୟ ଅତିଥି ଭବନକୁ ଯିବାର କାର୍ଯ୍ୟକ୍ରମ ରହିଛି।

Related story