ବ୍ଲାକ୍ ଫଙ୍ଗସକୁ ମହାମାରୀ ଘୋଷଣା କଲା ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ‘ବ୍ଲାକ ଫଙ୍ଗସ୍‌’କୁ ଓଡ଼ିଶା ସରକାର ଆଜି ମହାମାରୀ ଭାବେ ଘୋଷଣା କରିଛନ୍ତି। ଓଡ଼ିଶା ମହାମାରୀ ଆଇନ-୧୮୯୭ର ଧାରା-୩ ଅନୁସାରେ ‘ବ୍ଲାକ ଫଙ୍ଗସ୍‌’କୁ ମହାମାରୀ ରୋଗ ଭାବେ ଘୋଷଣା କରାଯାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ଏପର୍ଯ୍ୟନ୍ତ ୧୧ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛି। ସମସ୍ତ ରୋଗୀ ଏବେ ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି। ସରକାର […]

Black-Fungus

Black-Fungus

Ordigital Desk
  • Published: Thursday, 20 May 2021
  • Updated: 20 May 2021, 11:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ‘ବ୍ଲାକ ଫଙ୍ଗସ୍‌’କୁ ଓଡ଼ିଶା ସରକାର ଆଜି ମହାମାରୀ ଭାବେ ଘୋଷଣା କରିଛନ୍ତି। ଓଡ଼ିଶା ମହାମାରୀ ଆଇନ-୧୮୯୭ର ଧାରା-୩ ଅନୁସାରେ ‘ବ୍ଲାକ ଫଙ୍ଗସ୍‌’କୁ ମହାମାରୀ ରୋଗ ଭାବେ ଘୋଷଣା କରାଯାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ଏପର୍ଯ୍ୟନ୍ତ ୧୧ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛି। ସମସ୍ତ ରୋଗୀ ଏବେ ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି। ସରକାର ଏହି ସମସ୍ତ ରୋଗୀଙ୍କ ଉପରେ ନଜର ରଖିଛନ୍ତି। ଏବେ ବ୍ଲାକ ଫଙ୍ଗସ୍ ପରେ ହ୍ୱାଇଟ୍ ଫଙ୍ଗସ୍ ସଂକ୍ରମଣକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। କିନ୍ତୁ ଓଡ଼ିଶାରେ ଏପର୍ଯ୍ୟନ୍ତ ହ୍ୱାଇଟ୍ ଫଙ୍ଗସ୍ ସଂକ୍ରମିତ ରୋଗୀ ଚିହ୍ନଟ ହୋଇନାହାନ୍ତି।

ରାଜ୍ୟ ସରକାର ଗତ ୩ଦିନ ତଳେ ବ୍ଲାକ ଫଙ୍ଗସ୍ ରୋଗର ଲକ୍ଷଣ ଓ ଏହାର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରିଥିଲେ। ବରିଷ୍ଠ ଡାକ୍ତରମାନଙ୍କୁ ନେଇ ଗଠିତ ଏହି କମିଟି ରାଜ୍ୟ ସରକାରଙ୍କୁ ମୁଖ୍ୟତଃ ୬ଟି ସୁପାରିସ୍ କରିଛି। ସେମାନଙ୍କ ସୁପାରିଶ୍ ଆଧାରରେ ସରକାର ଏହି ବ୍ଲାକ ଫଙ୍ଗସକୁ ମହାମାରୀ ବର୍ଗରେ ଘୋଷଣା କରିଛନ୍ତି।

ବ୍ଲାକ ଫଙ୍ଗସ୍ ରୋଗର ଚିହ୍ନଟ ଓ ଏହାର ନିରାକରଣ ପାଇଁ ଗଠିତ ହୋଇ ବିଶେଷଜ୍ଞ କମିଟି ମୁଖ୍ୟତଃ ୬ଟି ଦିଗ ଉପରେ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି । ବ୍ଲାକ ଫଙ୍ଗସ ରୋଗରେ ପୀଡ଼ିତ ରୋଗୀଙ୍କୁ ଆବଶ୍ୟକ ଔଷଧ ଯୋଗାଇ ଦେବା, ଏହାକୁ ମହାମାରୀ ଘୋଷଣା କରିବା, ପରୀକ୍ଷା,ନିରୀକ୍ଷା ଓ ଚିକିତ୍ସା ପାଇଁ ସ୍ୱତନ୍ତ୍ର ପ୍ରୋଟୋକଲ, ଜିଲ୍ଲାସ୍ତରରେ ରୋଗ ଜଣାଇବାକୁ ବାଧ୍ୟ କରାଯିବ, ଲୋକଙ୍କ ସଚେତନ ଏବଂ ଖବର ସଂଗ୍ରହ ଉପରେ ବ୍ୟବସ୍ଥା କରିବା ନିମନ୍ତେ କମିଟି ସୁପାରିସ୍ କରିଥିବା ଜଣାପଡ଼ିଛି।
ବ୍ଲାକ ଫଙ୍ଗସର ଭୟାବହତା ଏବେ ଦିଲ୍ଲୀ ଓ ଅନ୍ୟ କେତେକ ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story