ଶହୀଦ ପରିବାରଙ୍କୁ ଅନୁକମ୍ପା ସହାୟତା ୧୦ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁଦ୍ଧ ଓ ଉଗ୍ରବାଦ ମୁକାବିଲା ସମୟରେ ଶହୀଦ ହେଉଥିବା ଓଡ଼ିଆ ଯବାନମାନଙ୍କ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ରାଜ୍ୟ ସରକାର ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହି ସହାୟତା ରାଶି ଏବେ ୫ଲକ୍ଷ ଟଙ୍କା ରହିଛି । ସାମରିକ ତଥା ଅର୍ଦ୍ଧ ସାମରିକ ବାହିନୀରେ ରହି ଦେଶ ପାଇଁ ପ୍ରାଣବଳି ହେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ନିମନ୍ତେ ରାଜ୍ୟ ସରକାର କାରଗିଲ ଯୁଦ୍ଧ ସମୟରୁ ଶହୀଦ ପରିବାର କଲ୍ୟାଣ […]

secretariat

secretariat

Jitendra Garnayak
  • Published: Wednesday, 04 May 2022
  • Updated: 04 May 2022, 10:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁଦ୍ଧ ଓ ଉଗ୍ରବାଦ ମୁକାବିଲା ସମୟରେ ଶହୀଦ ହେଉଥିବା ଓଡ଼ିଆ ଯବାନମାନଙ୍କ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ରାଜ୍ୟ ସରକାର ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହି ସହାୟତା ରାଶି ଏବେ ୫ଲକ୍ଷ ଟଙ୍କା ରହିଛି । ସାମରିକ ତଥା ଅର୍ଦ୍ଧ ସାମରିକ ବାହିନୀରେ ରହି ଦେଶ ପାଇଁ ପ୍ରାଣବଳି ହେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ନିମନ୍ତେ ରାଜ୍ୟ ସରକାର କାରଗିଲ ଯୁଦ୍ଧ ସମୟରୁ ଶହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶା ସରକାର ଶହୀଦ ପରିବାରକୁ ସହାୟତା ରାଶି ପ୍ରାଥମିକ ପର୍ଯ୍ୟାୟରେ ଏକ ଲକ୍ଷ ଟଙ୍କା କରିଥିବାବେଳେ ପରେ ୨୦୧୦ ଓ ୨୦୧୨ରେ ଏହାକୁ ଯଥାକ୍ରମେ ୨ଲକ୍ଷ ଓ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story