ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁଦ୍ଧ ଓ ଉଗ୍ରବାଦ ମୁକାବିଲା ସମୟରେ ଶହୀଦ ହେଉଥିବା ଓଡ଼ିଆ ଯବାନମାନଙ୍କ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ରାଜ୍ୟ ସରକାର ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହି ସହାୟତା ରାଶି ଏବେ ୫ଲକ୍ଷ ଟଙ୍କା ରହିଛି । ସାମରିକ ତଥା ଅର୍ଦ୍ଧ ସାମରିକ ବାହିନୀରେ ରହି ଦେଶ ପାଇଁ ପ୍ରାଣବଳି ହେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ନିମନ୍ତେ ରାଜ୍ୟ ସରକାର କାରଗିଲ ଯୁଦ୍ଧ ସମୟରୁ ଶହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶା ସରକାର ଶହୀଦ ପରିବାରକୁ ସହାୟତା ରାଶି ପ୍ରାଥମିକ ପର୍ଯ୍ୟାୟରେ ଏକ ଲକ୍ଷ ଟଙ୍କା କରିଥିବାବେଳେ ପରେ ୨୦୧୦ ଓ ୨୦୧୨ରେ ଏହାକୁ ଯଥାକ୍ରମେ ୨ଲକ୍ଷ ଓ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।