କୁଆଖାଇରେ ବୁଡ଼ି ଚାଲିଗଲା ଇଂଜିନିୟରିଂ ଛାତ୍ରଙ୍କ ଜୀବନ

ଭୁବନେଶ୍ୱର : ଭୁବନେଶ୍ୱର ବାଙ୍କୁଆଳ ନିକଟରେ କୁଆଖାଇରେ ବୁଡ଼ି ଜଣେ ଇଂଜିନିୟରିଂ ଛାତ୍ର ପ୍ରାଣ ହରାଇଛନ୍ତି। ମୃତକ ଛାତ୍ର ହେଲେ ମହେନ୍ଦ୍ର ଖଟୁଆ। ଘର କେନ୍ଦ୍ରାପଡ଼ାରେ।

ସେ ରାଜଧାନୀର ଏକ ଘରୋଇ ଇଂଜିନିୟରିଂ କଲେଜର ଛାତ୍ର। ସେ ୬ ସାଙ୍ଗଙ୍କ ସହ ଅପରାହ୍ନରେ ଗାଧୋଇବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।