କୁଆଖାଇରେ ବୁଡ଼ି ଚାଲିଗଲା ଇଂଜିନିୟରିଂ ଛାତ୍ରଙ୍କ ଜୀବନ

ଭୁବନେଶ୍ୱର : ଭୁବନେଶ୍ୱର ବାଙ୍କୁଆଳ ନିକଟରେ କୁଆଖାଇରେ ବୁଡ଼ି ଜଣେ ଇଂଜିନିୟରିଂ ଛାତ୍ର ପ୍ରାଣ ହରାଇଛନ୍ତି। ମୃତକ ଛାତ୍ର ହେଲେ ମହେନ୍ଦ୍ର ଖଟୁଆ। ଘର କେନ୍ଦ୍ରାପଡ଼ାରେ। ସେ ରାଜଧାନୀର ଏକ ଘରୋଇ ଇଂଜିନିୟରିଂ କଲେଜର ଛାତ୍ର। ସେ ୬ ସାଙ୍ଗଙ୍କ ସହ ଅପରାହ୍ନରେ ଗାଧୋଇବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା।

805-1

Tapas Behera
  • Published: Sunday, 24 February 2019
  • , Updated: 24 February 2019, 07:53 PM IST

ଭୁବନେଶ୍ୱର : ଭୁବନେଶ୍ୱର ବାଙ୍କୁଆଳ ନିକଟରେ କୁଆଖାଇରେ ବୁଡ଼ି ଜଣେ ଇଂଜିନିୟରିଂ ଛାତ୍ର ପ୍ରାଣ ହରାଇଛନ୍ତି। ମୃତକ ଛାତ୍ର ହେଲେ ମହେନ୍ଦ୍ର ଖଟୁଆ। ଘର କେନ୍ଦ୍ରାପଡ଼ାରେ।

ସେ ରାଜଧାନୀର ଏକ ଘରୋଇ ଇଂଜିନିୟରିଂ କଲେଜର ଛାତ୍ର। ସେ ୬ ସାଙ୍ଗଙ୍କ ସହ ଅପରାହ୍ନରେ ଗାଧୋଇବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା।

Related story