ଓଡ଼ିଶା ଚାଷୀ ପରିବାର ପିଛା ଋଣ ୩୨,୭୬୧ ଟଙ୍କା। ଦେଶର ଚାଷୀ ପରିବାର ପିଛା ଋଣ ୭୪,୧୨୧ ଟଙ୍କା। ୨୮ ରାଜ୍ୟରୁ ୨୩ ରାଜ୍ୟ ଚାଷୀ ଆତ୍ମହତ୍ୟା ସ୍ୱୀକାର କରୁଛନ୍ତି। ହେଲେ ୫ ବର୍ଷ ହେଲା ଚାଷୀ ଆତ୍ମହତ୍ୟା କଥା ସ୍ୱୀକାର କରୁନାହାନ୍ତି ଓଡ଼ିଶା ସରକାର। ଆନ୍ଧ୍ର, ତେଲେଙ୍ଗାନା, ମହାରାଷ୍ଟ୍ର ସରକାର ଚାଷୀ ପରିବାରକୁ କ୍ଷତିପୂରଣ ଦେଉଛନ୍ତି। ଓଡ଼ିଶା ସରକାର ଚାଷୀ ଆତ୍ମହତ୍ୟା ପାଇଁ ତାଙ୍କ ପରିବାରକୁ କ୍ଷତିପୂରଣ ଦେଉନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Events & Festivals
ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ
କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବିଶ୍ୱର ସର୍ବବୃହତ ବାଲୁକା କଳା ହୋଇଛି। ଯାହା ୱାଲ୍ଡ ରେକର୍ଡ BOOKS OF INDIAରେ ସ୍ଥାନ ପାଇଛି।
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।