ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜାତୀୟ କୃଷି ଆଇନକୁ ବିରୋଧ କରି ରାଜପଥ ଅବରୋଧ କରାଯାଇଛି। ଗୁରୁବାର ନବନିର୍ମାଣ କୃଷକ ସଂଗଠନର ଶତାଧିକ ସଂଖ୍ୟାର ସଦସ୍ୟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ହାଇଟେକ୍ ଛକ ନିକଟରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି।
ରାସ୍ତା ଉପରେ ଚାଷୀଙ୍କ ଆନ୍ଦୋଳନ ଯୋଗୁ ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ତେବେ ଭୁବନେଶ୍ୱରକୁ ଆସୁଥିବା ଚାଷୀ ପଟୁଆରକୁ ଅଟକାଇଥିଲା ପୁଲିସ। ପୁଲିସ୍ ଚାଷୀ ନେତା ଅକ୍ଷୟ କୁମାରଙ୍କ ସହ ଶତାଧିକ ସଦସ୍ୟଙ୍କୁ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।