ଆଜି ଧାନ, କାଲି ଧନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତବର୍ଷ ସଂଗ୍ରହ ହେବ ୬୦ଲକ୍ଷ ଟନ୍ ଧାନ। ଏହାସହ ୪୧ଲକ୍ଷ ଟନ୍ ଚାଉଳ ସଂଗ୍ରହ ହେବ । ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍‌ରେ ଧାନ ଓ ଚାଉଳ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ଗୃହୀତ ହେବା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ।  ପୂର୍ବରୁ ୪୮ରୁ ୭୨ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଟଙ୍କା ମିଳୁଥିବାବେଳେ ବର୍ତ୍ତମାନ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ଧାନ ସଂଗ୍ରହରେ […]

54321

54321

Tapas Behera
  • Published: Thursday, 26 September 2019
  • Updated: 26 September 2019, 04:50 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତବର୍ଷ ସଂଗ୍ରହ ହେବ ୬୦ଲକ୍ଷ ଟନ୍ ଧାନ। ଏହାସହ ୪୧ଲକ୍ଷ ଟନ୍ ଚାଉଳ ସଂଗ୍ରହ ହେବ । ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍‌ରେ ଧାନ ଓ ଚାଉଳ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ଗୃହୀତ ହେବା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ।  ପୂର୍ବରୁ ୪୮ରୁ ୭୨ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଟଙ୍କା ମିଳୁଥିବାବେଳେ ବର୍ତ୍ତମାନ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ।

ଧାନ ସଂଗ୍ରହରେ ପାକ୍ସ, ଲାମ୍ପସ ସହ ଏସ୍‌ଏଚ୍‌ଜି ମହିଳା ସାମିଲ ହେବେ। ଗତବର୍ଷ ଧାନ ସଂଗ୍ରହ ଲକ୍ଷ୍ୟ ୫୫ ଲକ୍ଷ ଟନ୍ ଥିବାବେଳେ ଚଳିତ ବର୍ଷ ୫ ଲକ୍ଷ ଟନ୍ ବୃଦ୍ଧି କରାଯାଇଛି।  ସବୁ ଚାଷୀଙ୍କ ଠାରୁ ଧାନ କିଣାଯିବା ନେଇ ଯୋଜନା ଥିବାରୁ ଲକ୍ଷ୍ୟ ଧାର୍ଯ୍ୟ ବୃଦ୍ଧି କରାଯାଇଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ସେହିପରି ବରମୁଣ୍ଡା ବସଷ୍ଟାଣ୍ଡର ନବକଳେବର ନେଇ ମଧ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ବସ୍‌ଷ୍ଟାଣ୍ଡର ନବୀକରଣ ପାଇଁ ୧୭୦କୋଟି ଟଙ୍କା ଖର୍ଚ୍ଚ ହେବ।  ୨ବର୍ଷରେ ବସ୍‌ଷ୍ଟାଣ୍ଡ ନବୀକରଣ କାର୍ଯ୍ୟ ହେବ।  ସମୁଦାୟ ୧୦ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story