ଆନ୍ଦୋଳନକୁ ଓହ୍ଲାଇଲେ ଅଗ୍ନିଶମ କର୍ମଚାରୀ

କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ପୁଲିସ କର୍ମଚାରୀଙ୍କ ସହ ସମାନ ଦରମା ଓ ଭତ୍ତା ପ୍ରଦାନ, ଚୁକ୍ତି ଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରିବା, ଅବସର ନେଇଥିବା କର୍ମଚାରୀଙ୍କୁ ତୁରନ୍ତ ପେନ୍‌ସନ୍‌ ପ୍ରଦାନ ଓ ଫାୟାର ମ୍ୟାନ ହାବିଲଦାର ସଂଘର ପଞ୍ଜିକରଣ ଆଦି ଦାବିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଅଗ୍ନିଶମ କର୍ମଚାରୀ ସଂଘ। ଏଥିରେ ରାଜ୍ୟର ୫ ହଜାରରୁ ଅଧିକ ଫାୟାରମ୍ୟାନ, ହାବିଲଦାର, ଡ୍ରାଇଭର, ଫାୟାର ଡ୍ରାଇଭର ସାମିଲ ହୋଇଛନ୍ତି। ଦୀର୍ଘଦିନ ଧରି ଦାବି କରାଯାଉଥିଲେ […]

ctc

ctc

Rakesh Mallick
  • Published: Monday, 24 September 2018
  • Updated: 24 September 2018, 10:03 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ପୁଲିସ କର୍ମଚାରୀଙ୍କ ସହ ସମାନ ଦରମା ଓ ଭତ୍ତା ପ୍ରଦାନ, ଚୁକ୍ତି ଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରିବା, ଅବସର ନେଇଥିବା କର୍ମଚାରୀଙ୍କୁ ତୁରନ୍ତ ପେନ୍‌ସନ୍‌ ପ୍ରଦାନ ଓ ଫାୟାର ମ୍ୟାନ ହାବିଲଦାର ସଂଘର ପଞ୍ଜିକରଣ ଆଦି ଦାବିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଅଗ୍ନିଶମ କର୍ମଚାରୀ ସଂଘ।
ଏଥିରେ ରାଜ୍ୟର ୫ ହଜାରରୁ ଅଧିକ ଫାୟାରମ୍ୟାନ, ହାବିଲଦାର, ଡ୍ରାଇଭର, ଫାୟାର ଡ୍ରାଇଭର ସାମିଲ ହୋଇଛନ୍ତି।
ଦୀର୍ଘଦିନ ଧରି ଦାବି କରାଯାଉଥିଲେ ବି କୌଣସି ପଦକ୍ଷେପ ନିଆନଯିବାରୁ ଆନ୍ଦୋଳନକୁ ଓହ୍ଲାଇଥିବା ସଂଘ କହିଛି।
ଅନ୍ୟପଟେ ଆନ୍ଦୋଳନରୁ ଓହରିବାକୁ କଟକ ଫାୟାର ରେଞ୍ଜ ଅଫିସର କର୍ମଚାରୀଙ୍କୁ ଅନୁରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story