ରେଳ ଭିତ୍ତିଭୂମି ପାଇଁ ଓଡ଼ିଶାକୁ ମିଳିଲା ୫,୫୨୮ କୋଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରାଯିବ ଏଥିଲାଗି ଚଳିତ ବଜେଟରେ କେନ୍ଦ୍ର ସରକାର ୫ ହଜାର ୫୨୮ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ୨୦୦୯-୧୪ ମଧ୍ୟରେ ଓଡ଼ିଶାକୁ ହାରାହାରି ୮୩୮ କୋଟି ଟଙ୍କା ଆସିଥିବା ବେଳେ ୨୦୨୧-୨୨ରେ ଏହାର ୫୬୦ ପ୍ରତିଶତ ଅଧିକ ଅନୁଦାନ ଦିଆଯାଇଥିବା ଗୋୟଲ ଦାବି କରିଛନ୍ତି । ଯେଉଁଥିରେ ନୂଆ ରେଳପଥ, ଗେଜ୍ ପରିବର୍ତ୍ତନ […]

Train

Train

Madhupriya Mistry
  • Published: Thursday, 04 February 2021
  • Updated: 04 February 2021, 11:39 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରାଯିବ ଏଥିଲାଗି ଚଳିତ ବଜେଟରେ କେନ୍ଦ୍ର ସରକାର ୫ ହଜାର ୫୨୮ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ୨୦୦୯-୧୪ ମଧ୍ୟରେ ଓଡ଼ିଶାକୁ ହାରାହାରି ୮୩୮ କୋଟି ଟଙ୍କା ଆସିଥିବା ବେଳେ ୨୦୨୧-୨୨ରେ ଏହାର ୫୬୦ ପ୍ରତିଶତ ଅଧିକ ଅନୁଦାନ ଦିଆଯାଇଥିବା ଗୋୟଲ ଦାବି କରିଛନ୍ତି ।

ଯେଉଁଥିରେ ନୂଆ ରେଳପଥ, ଗେଜ୍ ପରିବର୍ତ୍ତନ ଓ ଦୋହରୀକରଣ ଭଳି ୩୯ଟି ପ୍ରକଳ୍ପ ରହିଛି। ନିର୍ମାଣାଧିନ ମୋଟ୍ ୪, ୮୭୭ କିଲୋମିଟର ଲାଇନ ପାଇଁ ହୋଇଥିବା ୬୧,୯୪୯ କୋଟି ଟଙ୍କା ଖର୍ଚ୍ଚ ଅଟ୍ଟକଳରେ ଏହା ଏକ ଅଂଶ ବୋଲି କୁହାଯାଇଛି ।

୨୮୯ କିଲୋମିଟର ଲମ୍ବର ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳପଥ ପାଇଁ ୫୦୦ କୋଟି ଟଙ୍କା, ୯୮.୭ କିଲୋମିଟର ଲମ୍ବର ଅନୁଗୁଳ-ସୁକିନ୍ଦା ରୋଡ୍ ପାଇଁ ୪୦୦ କୋଟି ଟଙ୍କା, ୮୨ କିଲୋମିଟର ହରିଦାସପୁର-ପାରାଦୀପ ପାଇଁ ୧୦୦ କୋଟି ଟଙ୍କା, ୧୫୪ କିମି ତାଳଚେର-ବିମଳାଗଡ଼ ପାଇଁ ୧୦ କୋଟି ଟଙ୍କା, ୧୩୦ କିଲୋମିଟର ଜୟପୁର-ମାଲକାନାଗିରି ରୁଟ୍ ପାଇଁ ୨୮ କୋଟି ଟଙ୍କା, ୩୮ କିଲୋମିଟର ଲମ୍ବର ଜୟପୁର-ନବରଙ୍ଗପୁର ପାଇଁ  ୧୫ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି ରେଳମନ୍ତ୍ରୀ ।

ଖୋର୍ଦ୍ଧା-ବାରଙ୍ଗ ତୃତୀୟ ଲାଇନ୍ ପାଇଁ ୨୦ କୋଟି ଟଙ୍କା, ସମ୍ବଲପୁର-ଟିଟିଲାଗଡ଼ ପାଇଁ ୨୫ କୋଟି ଟଙ୍କା ଦିଆଯାଇଥିବା ସୂଚନା ମିଳିଛି। ଆଜି ଏନେଇ ପୂର୍ବତଟ ରେଳପଥ ବିଧିବଦ୍ଧ ଭାବେ ସୂଚନା ଦେବ। ତେବେ ରାଜ୍ୟରେ ରେଳ ପ୍ରକଳ୍ପ ଗୁଡ଼ିକ ପାଇଁ ଓଡ଼ିଶା ସରକାର ୭୨୦୦ କୋଟି ଟଙ୍କା ଦାବି କରିଥିବାବେଳେ କେନ୍ଦ୍ର ସରକାର ୫ ହଜାର ୫୨୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story