ଶ୍ରୀକ୍ଷେତ୍ର ଗଲେ ୫ ପ୍ରୋବେସନର ଆଇଏଏସ୍ ଅଫିସର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟ): ପୁରୀ ଗଲେ ୫ ପ୍ରୋବେସନର ଆଇଏଏସ୍ ଅଫିସର। ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଉନ୍ନତୀକରଣ କାର୍ଯ୍ୟରେ ଏମାନେ ସହଯୋଗ କରିବେ। ଏହି ୫ ଅଫିସର ହେଲେ ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ ଭି, ଶୁଭଙ୍କର ମହାପାତ୍ର, ଜେ. ସୋନାଲ ଓ ଭୁବନେଶ ଦାସ ପାଟିଲ। ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢି ତୋଳିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ […]

puri.jpg,,,,

puri.jpg,,,,

Manoranjan Sial
  • Published: Friday, 13 September 2019
  • Updated: 13 September 2019, 04:03 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟ): ପୁରୀ ଗଲେ ୫ ପ୍ରୋବେସନର ଆଇଏଏସ୍ ଅଫିସର। ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଉନ୍ନତୀକରଣ କାର୍ଯ୍ୟରେ ଏମାନେ ସହଯୋଗ କରିବେ। ଏହି ୫ ଅଫିସର ହେଲେ ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ ଭି, ଶୁଭଙ୍କର ମହାପାତ୍ର, ଜେ. ସୋନାଲ ଓ ଭୁବନେଶ ଦାସ ପାଟିଲ।

ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢି ତୋଳିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି। ଏଥିଲାଗି ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କରାଯାଉଛି। ଏହି ସବୁ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିବେ ୫ ଅଫିସର। ବିକାଶ ଲାଗି କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ଏହି ୫ IAS ଅଫିସର ରହିବବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story