ମକର ସଂକ୍ରାନ୍ତି ପାଇଁ ସରକାରୀ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ମକର ସଂକ୍ରାନ୍ତି ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୧୫ତାରିଖ ମକର ସଂକ୍ରାନ୍ତି ଯୋଗୁ ରାଜ୍ୟର ସମସ୍ତ ସରକାରୀ ଅଫିସ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଛୁଟି ପାଇଁ ଅନୁମତି ଦେବାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।

january-15-is-holiday

Manoranjan Sial
  • Published: Monday, 13 January 2020
  • , Updated: 13 January 2020, 10:49 PM IST

Related story