ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି। ଗୋଟିଏ ମାସରେ ଚାକିରିରୁ ଡିସ୍ମିସ୍ ହେଲେଣି ୩୭ ଜଣ ଅଧିକାରୀ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି କଡ଼ା ଆଭିମୁଖ୍ୟ ସଂପର୍କରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବରଖାସ୍ତ ହୋଇଥିବା ୧୬ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ୫ ଜଣ ପ୍ରଧାନ ଶିକ୍ଷକ, ୪ ଜଣ ଇଞ୍ଜିନିୟର, ୨ ଜଣ ରାଜସ୍ୱ ଅଧିକାରୀ, ଜଣେ ଫାର୍ମାସିଷ୍ଟ, ଜଣେ ଅମୀନ, ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ୨ ଜଣ କିରାଣୀ।
ଦୁର୍ନୀତି ଅଭିଯୋଗରେ ଏମାନଙ୍କୁ ବରଖାସ୍ତ କରାଯାଇଛି। ଏହିସବୁ ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଗତ ୧ ମାସ ମଧ୍ୟରେ ୩୭ ଅଧିକାରୀ ବରଖାସ୍ତ ହୋଇଥିବା ବେଳେ ୬ ଜଣଙ୍କ ପେନ୍ସନ ବନ୍ଦ କରିଛନ୍ତି ରାଜ୍ୟ ସରକାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କାରକୁ ପିଟିଲା ହାଇୱା, ୨ ବିଜେପି କର୍ମୀଙ୍କ ମୃତ୍ୟୁ
ଦେବେନ୍ଦ୍ର ଓ ମୁରଲୀଧର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ ଗାଁକୁ ଫେରିବା ପାଇଁ ସେମାନେ କାର ମଗାଇଥିଲେ।
Miscellaneous
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା।
Miscellaneous
୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ମଞ୍ଜୁରୀ, ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି ।
Events & Festivals
ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ
‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି ।
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।