୧୬ ଅଧିକାରୀଙ୍କୁ ବରଖାସ୍ତ କଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି। ଗୋଟିଏ ମାସରେ ଚାକିରିରୁ ଡିସ୍‌ମିସ୍ ହେଲେଣି ୩୭ ଜଣ ଅଧିକାରୀ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି କଡ଼ା ଆଭିମୁଖ୍ୟ ସଂପର୍କରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବରଖାସ୍ତ ହୋଇଥିବା ୧୬ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ୫ ଜଣ ପ୍ରଧାନ ଶିକ୍ଷକ, ୪ ଜଣ ଇଞ୍ଜିନିୟର, ୨ ଜଣ ରାଜସ୍ୱ ଅଧିକାରୀ, ଜଣେ ଫାର୍ମାସିଷ୍ଟ, ଜଣେ ଅମୀନ, ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ  […]

694033-naveen-patnaik-dna

694033-naveen-patnaik-dna

Manoranjan Sial
  • Published: Friday, 13 September 2019
  • Updated: 13 September 2019, 07:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି। ଗୋଟିଏ ମାସରେ ଚାକିରିରୁ ଡିସ୍‌ମିସ୍ ହେଲେଣି ୩୭ ଜଣ ଅଧିକାରୀ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି କଡ଼ା ଆଭିମୁଖ୍ୟ ସଂପର୍କରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବରଖାସ୍ତ ହୋଇଥିବା ୧୬ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ୫ ଜଣ ପ୍ରଧାନ ଶିକ୍ଷକ, ୪ ଜଣ ଇଞ୍ଜିନିୟର, ୨ ଜଣ ରାଜସ୍ୱ ଅଧିକାରୀ, ଜଣେ ଫାର୍ମାସିଷ୍ଟ, ଜଣେ ଅମୀନ, ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ  ଓ ୨ ଜଣ କିରାଣୀ।

ଦୁର୍ନୀତି ଅଭିଯୋଗରେ ଏମାନଙ୍କୁ ବରଖାସ୍ତ କରାଯାଇଛି। ଏହିସବୁ ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଗତ ୧ ମାସ ମଧ୍ୟରେ ୩୭ ଅଧିକାରୀ ବରଖାସ୍ତ ହୋଇଥିବା ବେଳେ ୬ ଜଣଙ୍କ ପେନ୍‌ସନ ବନ୍ଦ କରିଛନ୍ତି ରାଜ୍ୟ ସରକାର। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story