ସୁରେନ୍ଦ୍ର କୁମାର ଜଳସମ୍ପଦ ସଚିବ, ୫ ନୂଆ ଆଇଏଏସଙ୍କୁ ଗୁରୁ ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏସ ସ୍ତରରେ କେତେକ ଅଦଳବଦଳ କରିଛନ୍ତି। ସଦ୍ୟ ଆଇଏଏସ୍ ଟ୍ରେନିଂ ସମାପ୍ତ କରିଥିବା ଆଇଏଏସ ଅଫିସରଙ୍କୁ ପ୍ରଥମଥର ପାଇଁ ରାଜ୍ୟ ଉଦ୍ୟୋଗ ଓ ନିଗମରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ୧୯୯୩ ବ୍ୟାଚ୍ ଆଇଏଏସ୍ ସୁରେନ୍ଦ୍ର କୁମାରଙ୍କୁ ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଥିବାବେଳେ ତାଙ୍କ ସ୍ଥାନରେ […]

surendra-kumar

surendra-kumar

Manoranjan Sial
  • Published: Thursday, 03 October 2019
  • Updated: 03 October 2019, 07:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏସ ସ୍ତରରେ କେତେକ ଅଦଳବଦଳ କରିଛନ୍ତି। ସଦ୍ୟ ଆଇଏଏସ୍ ଟ୍ରେନିଂ ସମାପ୍ତ କରିଥିବା ଆଇଏଏସ ଅଫିସରଙ୍କୁ ପ୍ରଥମଥର ପାଇଁ ରାଜ୍ୟ ଉଦ୍ୟୋଗ ଓ ନିଗମରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନ୍ୟସ୍ତ କରାଯାଇଛି।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ୧୯୯୩ ବ୍ୟାଚ୍ ଆଇଏଏସ୍ ସୁରେନ୍ଦ୍ର କୁମାରଙ୍କୁ ଜଳସମ୍ପଦ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଥିବାବେଳେ ତାଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ୱ ନ୍ୟସ୍ତ ହୋଇଛି।

ସେହିପରି ଆଇଏଏସ୍ ଟ୍ରେନିଂ ସମାପ୍ତ କରି ଫେରିଥିବା ୨୦୧୭ ବ୍ୟାଚର ୫ ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ନିଗମ ଓ ଉଦ୍ୟୋଗ ଦାୟିତ୍ୱ ନ୍ୟସ୍ତ ହୋଇଛି। ୨୦୧୭ ବ୍ୟାଚ୍ ଆଇଏଏସ୍ ସୋମେଶ କୁମାର ଉପାଧ୍ୟାୟଙ୍କୁ ଓମଫେଡ୍ ଚିଫ ଜେନେରାଲ ମ୍ୟାନେଜର ଭାବେ ଅବସ୍ଥାପିତ କରାଯାଇଥିବାବେଳେ ପି. ଅନ୍ୱେଷ ରେଡ୍ଡୀଙ୍କୁ ଓଡ଼ିଶା ଖଣି ନିଗମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ପାଟିଲ ଆଶୀଷ ଈଶ୍ୱରଙ୍କୁ ଗ୍ରୀଡକୋର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ଟିଏସ୍ ଦିବାକରଙ୍କୁ ଓକାକ ଓଏସଡି ଓ ହେମକାନ୍ତ ସାଏଙ୍କୁ ଓଡ଼ିଶା ପର୍ଯ୍ୟଟନ ନିଗମର ପରିଚାଳନା ନିର୍ଦ୍ଦେଶକ(ଇନଚାର୍ଜ) ଭାବେ ନିଯୁକ୍ତି ମିଳିଛି।

ସୂଚନାଯୋଗ୍ୟ, ବରିଷ୍ଠ ଆଇଏଏସ ପ୍ରଦୀପ କୁମାର ଜେନାଙ୍କ ବଦଳି ପରେ ଜଳସମ୍ପଦ ବିଭାଗରେ ପ୍ରମୁଖ ସଚିବ ପଦ ଖାଲି ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story