ସରକାରଙ୍କ ପ୍ରୋତ୍ସାହନ: ସାପ ଧରିଲେ ମିଳିବ ପଇସା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାପ ଧରାଳିଙ୍କୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାରଙ୍କ ଯୋଜନା। ଗୋଟିଏ ସାପ ଧରିଲେ ଲୋକଙ୍କୁ ୧୦୦ ଟଙ୍କା ମିଳିବ। ଏହା ସହିତ ସାପ ଧରିବା ଲୋକଙ୍କୁ  ବନ ବିଭାଗ ପଞ୍ଜୀକରଣ କରିବ। ବର୍ତ୍ତମାନ ସୁଦ୍ଧା ୫୦ରୁ ଊର୍ଦ୍ଧ୍ୱ ଲୋକ ପଞ୍ଜୀକରଣ ପାଇଁ ଆବେଦନ କରିଛନ୍ତି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ବନ ବିଭାଗ। ଗତକାଲି ଅବସର ନେଇଥିବା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଅଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି।

snake-1

snake-1

Tapas Behera
  • Published: Sunday, 01 September 2019
  • Updated: 01 September 2019, 04:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାପ ଧରାଳିଙ୍କୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାରଙ୍କ ଯୋଜନା। ଗୋଟିଏ ସାପ ଧରିଲେ ଲୋକଙ୍କୁ ୧୦୦ ଟଙ୍କା ମିଳିବ। ଏହା ସହିତ ସାପ ଧରିବା ଲୋକଙ୍କୁ  ବନ ବିଭାଗ ପଞ୍ଜୀକରଣ କରିବ।

ବର୍ତ୍ତମାନ ସୁଦ୍ଧା ୫୦ରୁ ଊର୍ଦ୍ଧ୍ୱ ଲୋକ ପଞ୍ଜୀକରଣ ପାଇଁ ଆବେଦନ କରିଛନ୍ତି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ବନ ବିଭାଗ। ଗତକାଲି ଅବସର ନେଇଥିବା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଅଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos