Advertisment

ରାଜ୍ୟ କର୍ମଚାରୀଙ୍କୁ ଭେଟି: ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସରକାରୀ କର୍ମଚାରୀଙ୍କୁ ନିର୍ବାଚନୀ ଭେଟି ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ବର୍ଦ୍ଧିତ ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ସୂଚନାଯୋଗ୍ୟ, ଫେବୃଆରୀ ୧୯ ତାରିଖରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ତିନି ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଥିଲେ। […]

author-image
Rakesh Mallick
ଅଦ୍ୟତନ ହୋଇଛି
ରାଜ୍ୟ କର୍ମଚାରୀଙ୍କୁ ଭେଟି: ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି

ooo-2

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସରକାରୀ କର୍ମଚାରୀଙ୍କୁ ନିର୍ବାଚନୀ ଭେଟି ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାର ତାଙ୍କ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ବର୍ଦ୍ଧିତ ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

Advertisment

ସୂଚନାଯୋଗ୍ୟ, ଫେବୃଆରୀ ୧୯ ତାରିଖରେ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ତିନି ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଥିଲେ। କେନ୍ଦ୍ର କ୍ୟାବିନେଟ୍ ସରକାରୀ କର୍ମଚାରୀ ଓ ପେନସନ୍ ଉପଭୋକ୍ତାଙ୍କ ପାଇଁ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ ରାଜ୍ୟ ସରକାର।