ସର୍ବନିମ୍ନ ମଜୁରୀର ସଂଶୋଧନ କଲେ ଓଡ଼ିଶା ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅକ୍ଟୋବର ପହିଲାରୁ ପିଛିଲା ଭାବେ ସର୍ବନିମ୍ନ ମଜୁରୀର ସଂଶୋଧନ କରିଛନ୍ତି । ଏହାଦ୍ୱାରା ରାଜ୍ୟର ୮୯ଟି ଘରୋଇ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ସର୍ବାଧିକ କୁଶଳୀ ଶ୍ରମିକମାନଙ୍କୁ ଫାଇଦା ମିଳିବ । ରାଜ୍ୟ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସର୍ବନିମ୍ନ ମଜୁରୀ ପରାମର୍ଶଦାତା ବୋର୍ଡର ୫୨ତମ ବୈଠକରେ ସବୁ ବର୍ଗର ଶ୍ରମିକଙ୍କ ଦୈନିକ […]

lokseva-bhawan

lokseva-bhawan

Ordigital Desk
  • Published: Tuesday, 02 November 2021
  • Updated: 02 November 2021, 09:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅକ୍ଟୋବର ପହିଲାରୁ ପିଛିଲା ଭାବେ ସର୍ବନିମ୍ନ ମଜୁରୀର ସଂଶୋଧନ କରିଛନ୍ତି । ଏହାଦ୍ୱାରା ରାଜ୍ୟର ୮୯ଟି ଘରୋଇ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ସର୍ବାଧିକ କୁଶଳୀ ଶ୍ରମିକମାନଙ୍କୁ ଫାଇଦା ମିଳିବ ।

ରାଜ୍ୟ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସର୍ବନିମ୍ନ ମଜୁରୀ ପରାମର୍ଶଦାତା ବୋର୍ଡର ୫୨ତମ ବୈଠକରେ ସବୁ ବର୍ଗର ଶ୍ରମିକଙ୍କ ଦୈନିକ ମହଙ୍ଗା ଭତ୍ତା ୪ଟଙ୍କା ବୃଦ୍ଧି ନିମନ୍ତେ ନିଷ୍ପତ୍ତି ହୋଇଛି । ଶ୍ରମ କମିଶନର ଏନ୍ ଥିରୁମାଳା ନାଏକ ଏନେଇ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି । ଏହି ବର୍ଦ୍ଧିତ ଦୈନିକ ମହଙ୍ଗା ଭତ୍ତା ପିଛିଲା ଭାବେ ଅକ୍ଟୋବର ୧ରୁ ଲାଗୁ ହେବ ।

ଏହି ବର୍ଦ୍ଧିତ ଭତ୍ତା ଲାଗୁ ହେବାପରେ ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୩୧୫ଟଙ୍କା, ଅର୍ଦ୍ଧକୁଶଳୀଙ୍କର ୩୫୫ଟଙ୍କା, କୁଶଳୀଙ୍କ ୪୦୫ଟଙ୍କା ଓ ଉଚ୍ଚକୁଶଳୀଙ୍କ ମଜୁରୀ ୪୬୫ଟଙ୍କାକୁ ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ମଜୁରୀର ଫାଇଦା ହୋଟେଲ, ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ, ରେଷ୍ଟୁରାଣ୍ଟ, ସିନେମା ହଲ ଓ ଅନ୍ୟାନ୍ୟ ଶିଳ୍ପ ପ୍ରତିଷ୍ଠାନ ଆଦିରେ କାମ କରୁଥିବା ଶ୍ରମିକଙ୍କୁ ମଧ୍ୟ ମିଳିବ । ଚଳିତବର୍ଷ ଏପ୍ରିଲ ପହିଲାରେ ଶେଷଥର ପାଇଁ ଶ୍ରମିକମାନଙ୍କ ଦୈନିକ ମହଙ୍ଗା ଭତ୍ତା ସଂଶୋଧନ ହୋଇଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story