ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିଲମ୍ବିତ ହେଲେ ବରଗଡ଼ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀକର ମାଝୀ। କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ତାଙ୍କୁ ନିଲମ୍ୱିତ କରିଛନ୍ତି ରାଜ୍ୟ ସରକାର। ତେବେ କେଉଁ କ୍ଷେତ୍ରରେ ଅବହେଳା କରିଛନ୍ତି ସେ, ଏନେଇ ସ୍ପଷ୍ଟ ହୋଇନାହିଁ।
ବର୍ତ୍ତମାନ ଖରିଫ ଧାନ କିଣା ପ୍ରକ୍ରିୟା ଜାରି ରହିଥିବାବେଳେ ଟୋକନ ବ୍ୟବସ୍ଥାକୁ ନେଇ ଜିଲ୍ଲାବ୍ୟାପୀ ଚାଷୀଙ୍କ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଯାହାକୁ ନେଇ ଚାଷୀ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଛି। ଏଭଳି ସମୟରେ ଗତ ପ୍ରାୟ ଦେଢ ମାସ ହେଲାଣି ଛୁଟିରେ ଯାଇଛନ୍ତି ଶ୍ରୀକର ମାଝୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା କାର୍ଯ୍ୟନିର୍ଘଣ୍ଟ; ଡିସେମ୍ବର ୨୦ରେ ଭୋଟ୍
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Crime
ସହିହେଲାନି ପୁଅବୋହୂଙ୍କ ନିର୍ଯାତନା; ଗୁହାଳରେ ଝୁଲି ପଡ଼ିଲେ ବୃଦ୍ଧ
ମୃତଦେହ ନିକଟରୁ ପୁଲିସ ଏକ ସୁଇସାଇଡ୍ ନୋଟ ଜବତ କରିଛି। ଯେଉଁଥିରେ ବୃଦ୍ଧ ଲେଖିଛନ୍ତି ଅନେକ କଥା।
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।