ଭଦ୍ରକ ହିଂସା: କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ରାଶି ଘୋଷଣା

ଭଦ୍ରକ: ଭଦ୍ରକ ଗଣ୍ଡଗୋଳରେ କ୍ଷତିଗ୍ରସ୍ତ ଲୋକଙ୍କ ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି। କ୍ଷତିଗ୍ରସ୍ତଙ୍କୁ ଆର୍ଥିକ ସହାୟତା ଘୋଷଣା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୪୪୩ ଜଣ କ୍ଷତିଗ୍ରସ୍ତଙ୍କୁ ସହାୟତା ଦିଆଯିବ। ସର୍ବନିମ୍ନ ୧୫ ହଜାର ଓ ସର୍ବାଧିକ ୨ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ଯୁଦ୍ଧକାଳୀନ ଭିତ୍ତିରେ ସହାୟତା ରାଶି ପ୍ରଦାନ କରିବାକୁ ଭଦ୍ରକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

bhadrak

Rakesh Mallick
  • Published: Sunday, 23 April 2017
  • , Updated: 23 April 2017, 10:35 AM IST

Related story