ହୋମ୍ କ୍ୱାରେଣ୍ଟାଇନରେ ରହିବେନି ରେଲୱେ ପରୀକ୍ଷାର୍ଥୀ, ସରକାର ଦେଲେ ଅନୁମତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରେଳବାଇ ରିକ୍ର‌୍ୟୁଟମେଣ୍ଟ ବୋର୍ଡର ଅନୁରୋଧ ପରେ ରାଜ୍ୟ ସରକାର ଆଜି ରେଲୱେ ପରୀକ୍ଷାର୍ଥୀଙ୍କ ପାଇଁ କୋଭିଡ୍ ନିୟମକୁ କୋହଳ କରିଛନ୍ତି। ରେଳବାଇ ପରୀକ୍ଷା ଦେବାକୁ ଭୁବନେଶ୍ୱର ଆସୁଥିବା ପରୀକ୍ଷାର୍ଥୀଙ୍କ ନିମନ୍ତେ ହୋମ୍ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ ହେବ ନାହିଁ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର, ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିର୍ଦ୍ଦେଶକ, ଝାରସୁଗୁଡ଼ା ବିମାନ ବନ୍ଦର ନିର୍ଦ୍ଦେଶକ ଓ ପୂର୍ବତଟ […]

exam

exam

Ordigital Desk
  • Published: Tuesday, 02 March 2021
  • Updated: 03 March 2021, 08:19 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରେଳବାଇ ରିକ୍ର‌୍ୟୁଟମେଣ୍ଟ ବୋର୍ଡର ଅନୁରୋଧ ପରେ ରାଜ୍ୟ ସରକାର ଆଜି ରେଲୱେ ପରୀକ୍ଷାର୍ଥୀଙ୍କ ପାଇଁ କୋଭିଡ୍ ନିୟମକୁ କୋହଳ କରିଛନ୍ତି। ରେଳବାଇ ପରୀକ୍ଷା ଦେବାକୁ ଭୁବନେଶ୍ୱର ଆସୁଥିବା ପରୀକ୍ଷାର୍ଥୀଙ୍କ ନିମନ୍ତେ ହୋମ୍ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ ହେବ ନାହିଁ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର, ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିର୍ଦ୍ଦେଶକ, ଝାରସୁଗୁଡ଼ା ବିମାନ ବନ୍ଦର ନିର୍ଦ୍ଦେଶକ ଓ ପୂର୍ବତଟ ରେଳପଥ ଜେନେରାଲ ମ୍ୟାନେଜରଙ୍କୁ ଚିଠି ଲେଖି ସୂଚନା ଦେଇଛନ୍ତି।

ଶ୍ରୀ ମହାପାତ୍ର କହିଛନ୍ତି ଯେ, ଆସନ୍ତାକାଲିଠୁ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ପ୍ରାୟ ୧୦୫୦୦ ପରୀକ୍ଷାର୍ଥୀ ଭୁବନେଶ୍ୱରରେ ରେଳବାଇ ପରୀକ୍ଷା ଦେବେ। ଏହି ପରୀକ୍ଷାର୍ଥୀମାନଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ଜରୁରୀ ନୁହେଁ। ତେବେ ଏଥିପାଇଁ ପରୀକ୍ଷାର୍ଥୀମାନଙ୍କୁ ନିଜର ରେଳବାଇ ପକ୍ଷରୁ ଦିଆଯାଇଥିବା ଆଡମିଟ୍ କାର୍ଡ ଦେଖାଇବାକୁ ପଡ଼ିବ। ଅବଶ୍ୟ ପରୀକ୍ଷା ଦେବାବେଳେ ସେମାନଙ୍କୁ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ପଡ଼ିବ।

ସୂଚନାଯୋଗ୍ୟ, ପଡ଼ୋଶୀ ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ଗତ ସପ୍ତାହରେ ୫ଟି ରାଜ୍ୟରୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୭ଦିନ ହୋମ୍ କ୍ୱାରେଣ୍ଟାଇନରେ ରହିବା ବାଧ୍ୟତାମୂଳକ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story