ଖରା ପାଇଁ ବଦଳିଲା କୋଭିଡ୍ ଟିକାକରଣ ଅବଧି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ମାମଲା ପୁଣିଥରେ ଚିନ୍ତାଜନକ ଭାବେ ବୃଦ୍ଧି ପାଉଥିବାବେଳେ ଗ୍ରୀଷ୍ମପ୍ରବାହ ମଧ୍ୟ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ୍ ଟିକାକରଣର ଅବଧିରେ ପରିବର୍ତ୍ତନ କରିଛନ୍ତି। ଏଣିକି ସକାଳ ୮ଟାରୁ ୧୨ଟା ଓ ଅପରାହ୍ନ ୩ଟାରୁ ୬ଟା ପର୍ଯ୍ୟନ୍ତ କୋଭିଡ୍ ଟିକା ପ୍ରଦାନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏବେ ରାଜ୍ୟରେ ଦୈନିକ ୨ଲକ୍ଷ କୋଭିଡ୍ ଟୀକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ […]

Covid Vaccine

Covid Vaccine

Ordigital Desk
  • Published: Monday, 05 April 2021
  • Updated: 05 April 2021, 07:19 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ ମାମଲା ପୁଣିଥରେ ଚିନ୍ତାଜନକ ଭାବେ ବୃଦ୍ଧି ପାଉଥିବାବେଳେ ଗ୍ରୀଷ୍ମପ୍ରବାହ ମଧ୍ୟ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ୍ ଟିକାକରଣର ଅବଧିରେ ପରିବର୍ତ୍ତନ କରିଛନ୍ତି। ଏଣିକି ସକାଳ ୮ଟାରୁ ୧୨ଟା ଓ ଅପରାହ୍ନ ୩ଟାରୁ ୬ଟା ପର୍ଯ୍ୟନ୍ତ କୋଭିଡ୍ ଟିକା ପ୍ରଦାନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏବେ ରାଜ୍ୟରେ ଦୈନିକ ୨ଲକ୍ଷ କୋଭିଡ୍ ଟୀକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ ସମସ୍ତ ସିଡିଏମଓଙ୍କୁ ଚିଠି ଲେଖି ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାରୁ କୋଭିଡ୍ ଟିକାକରଣ ସମୟରେ ତୁରନ୍ତ ପରିବର୍ତ୍ତନ କରିବାକୁ କହିଛନ୍ତି।

ଟିକା ପ୍ରଦାନ କରାଯାଉଥିବା ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଲୋକଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସକାଳ ୮ଟାରୁ ୧୨ଟ ଓ ଅପରାହ୍ନ ୩ଟାରୁ ୬ ମଧ୍ୟରେ ଟିକାକରଣ ହେବ। ଏଥିପାଇଁ ପ୍ରତୀକ୍ଷା ଗୃହ, ଅବଜରଭେସନ ରୁମ୍‌, ଟିକାକରଣ ରୁମ ଓ ପାନୀୟ ଜଳ ବ୍ୟବସ୍ଥା ନିଶ୍ଚିତ ଭାବେ କରାଯିବ। ଏହି କେନ୍ଦ୍ରରେ ହାତ ଧୋଇବା, ମାସ୍କ ଲଗାଇବା ଓ ସାମାଜିକ ଦୂରତ୍ୱ ନିଶ୍ଚିତ ଭାବେ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି।

ରାଜ୍ୟରେ ଦୈନିକ ୨ଲକ୍ଷ କୋଭିଡ୍ ଟିକା ପ୍ରଦାନ ପାଇଁ ସରକାର ଲକ୍ଷ୍ୟଧାର୍ଯ୍ୟ କରିଥିବାରୁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରି ଏହି ଦୈନିକ ଧାର୍ଯ୍ୟ ଲକ୍ଷ୍ୟକୁ ହାସଲ କରିବା ପାଇଁ ସମସ୍ତ ପ୍ରୟାସ କରିବାକୁ କୁହାଯାଇଛି। ପ୍ରତ୍ୟେକ ଦିନ ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଜିଲ୍ଲାଗୁଡ଼ିକୁ ନିଜର କୋଭିଡ୍ ଟିକା ସଂକ୍ରାନ୍ତ ରିପୋର୍ଟ ରାଜ୍ୟ ସରକାରଙ୍କ ନିକଟକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଥିବା ଶ୍ରୀ ମହାପାତ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story