ସରକାରଙ୍କ ବଡ଼ ନିଷ୍ପତ୍ତି, ନିୟମିତ ହେବେ ଠିକା ଶିକ୍ଷକ

ସାଧାରଣ ପ୍ରଶାସନ ବିଭାଗର ଓଡ଼ିଶା ଗ୍ରୁପ-ବି ପଦବୀ(ଚୁକ୍ତିଭିତ୍ତିକ ନିଯୁକ୍ତି) ନିୟମ,୨୦୧୩ ଅନ୍ତର୍ଗତ ଯେଉଁ ଶିକ୍ଷକମାନେ ଇନିସିଆଲ ଆପଏଣ୍ଟମେଂଟ ପାଇଥିଲେ ସେମାନଙ୍କ ଚାକିରି ଓଡ଼ିଶା ଗ୍ରୁପ-ବି,ସି,ଡି ପଦବୀ(ଉଚ୍ଛେଦ ଓ ସ୍ୱତନ୍ତ୍ର ପ୍ରାବଧାନ) ରୁଲସ-୨୦୨୨ ଆଧାରରେ ନିୟମିତ ହେବ ।

Teacher PhotoOR

ପୂର୍ବରୁ ପ୍ରତିବାଦ କରୁଥିଲେ ଶିକ୍ଷକ ଓ ଶିକ୍ଷୟିତ୍ରୀ

Ordigital Desk
  • Published: Thursday, 13 April 2023
  • Updated: 13 April 2023, 09:15 PM IST

Sports

Latest News

ଠିକା ନିଯୁକ୍ତି ବ୍ୟବସ୍ଥାକୁ ରାଜ୍ୟ ସରକାର ଉଚ୍ଛେଦ କରିଥିବା ସତ୍ତ୍ୱେ ନିଜର ଚାକିରି ନିୟମିତ ଅପେକ୍ଷାରେ ଥିବା ହଜାର ହଜାର ଶିକ୍ଷକଙ୍କ ପାଇଁ ଖୁସି ଖବର । ଚୁକ୍ତିଭିତ୍ତିକ ଓ ଇନିସିଆଲ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ଚାକିରି ନିୟମିତ ହେବ । ଆଜି ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Also Read

ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ, ସାଧାରଣ ପ୍ରଶାସନ ବିଭାଗର ଓଡ଼ିଶା ଗ୍ରୁପ-ବି ପଦବୀ(ଚୁକ୍ତିଭିତ୍ତିକ ନିଯୁକ୍ତି) ନିୟମ,୨୦୧୩ ଅନ୍ତର୍ଗତ ଯେଉଁ ଶିକ୍ଷକମାନେ ଇନିସିଆଲ ଆପଏଣ୍ଟମେଂଟ ପାଇଥିଲେ ସେମାନଙ୍କ ଚାକିରି ଓଡ଼ିଶା ଗ୍ରୁପ-ବି,ସି,ଡି ପଦବୀ(ଉଚ୍ଛେଦ ଓ ସ୍ୱତନ୍ତ୍ର ପ୍ରାବଧାନ) ରୁଲସ-୨୦୨୨ ଆଧାରରେ ନିୟମିତ ହେବ । ଶିକ୍ଷକମାନଙ୍କ ନିଯୁକ୍ତି ବର୍ଷ ଓ ମେରିଟ୍ ଲିଷ୍ଟ ଅନୁସାରେ ସେମାନଙ୍କର ବରିଷ୍ଠତା ବିବେଚନା କରାଯିବ । ସେହିପରି ଯେଉଁ ଶିକ୍ଷକମାନେ ଓଡ଼ିଶା ଗ୍ରୁପ-ବି ପଦବୀ(ଚୁକ୍ତିିଭିତ୍ତିକ ନିଯୁକ୍ତି) ରୁଲସ-୨୦୧୩ ପୂର୍ବରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିଲେ ତଥା ସେମାନେ ଏହି ରୁଲସ୍ ବିଜ୍ଞପ୍ତି ଜାରି ହେବା ପୂର୍ବରୁ ୬ବର୍ଷ ଚାକିରି ପୂରଣ କରିନଥିଲେ ସେମାନଙ୍କ ଚାକିରିର ନିୟମିତ ଅବଧି ଗଣଶିକ୍ଷା ବିଭାଗ ୨୦୦୮ ଓ ୨୦୧୧ ମସିହାର ବିଜ୍ଞପ୍ତି ଆଧାରରେ ବିବେଚନା କରାଯିବ । ଓଆରଭି ନିୟମକୁ ପାଳନ କରି ଏହି ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କ ନିଯୁକ୍ତିକୁ ନିୟମିତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ତେବେ ଏନେଇ ସ୍ୱତନ୍ତ୍ର ଭାବେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିସ୍ତୃତ ଗାଇଡଲାଇନ୍ ଓ ଏସଓପି ଜାରି ହୋଇଛି ।

ସୂଚନାଯୋଗ୍ୟ, ଗତ ସପ୍ତାହରେ ରାଜ୍ୟର ପ୍ରାୟ ୧୮ହଜାରରୁ ଅଧିକ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକମାନେ ବିଧାନସଭା ସମ୍ମୁଖରେ ଆନ୍ଦୋଳନ କରିଥିଲେ । ରାଜ୍ୟ ସରକାର ଚୁକ୍ତିଭିତ୍ତିକ ବ୍ୟବସ୍ଥା ଉଚ୍ଛେଦ କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କ ଚାକିରିକୁ ନିୟମିତ କରିବା ନେଇ ବିଜ୍ଞପ୍ତି ପ୍ରକାଶ କରିନଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story