ଓଏଏସ ଅଫିସରସ୍ତରରେ ଅଦଳବଦଳ; କାହାକୁ କଣ ମିଳିଲା ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ କମଳ ଲୋଚନ ମିଶ୍ରଙ୍କୁ ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ରିଲିଫ କମିଶନର ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। ସେହିପରି ବାଲେଶ୍ୱର ଉପଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ବାଲେଶ୍ୱର ଡିଆରଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ) ଭାବେ ବଦଳି କରାଯାଇଛି। ବବିତାରାଣୀ […]

Sachivalaya

Sachivalaya

Manoranjan Sial
  • Published: Tuesday, 07 July 2020
  • Updated: 07 July 2020, 06:44 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ କମଳ ଲୋଚନ ମିଶ୍ରଙ୍କୁ ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ରିଲିଫ କମିଶନର ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ।

ସେହିପରି ବାଲେଶ୍ୱର ଉପଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ବାଲେଶ୍ୱର ଡିଆରଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ) ଭାବେ ବଦଳି କରାଯାଇଛି। ବବିତାରାଣୀ ଦଳବେହେରାଙ୍କୁ ବୌଦ୍ଧ ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ), ରଜନୀକାନ୍ତ ବିଶ୍ୱାଳଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ, ଦେବାଶୀଷ ମହାନ୍ତିଙ୍କୁ ଓଡ଼ିଶା ଜଳ ଯୋଗାଣ ଓ ସ୍ୱେରେଜ ବୋର୍ଡର ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି।

ସେହିପରି ଲଲାଟ କୁମାର ଲୁହାଙ୍କୁ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏ ପିଏ , ଅଶ୍ୱିନୀ କୁମାର ମେହରଙ୍କୁ ବୌଦ୍ଧ ଉପଜିଲ୍ଲାପାଳ, ସରୋଜିନୀ ପ୍ରସନ୍ନ କୁଲ୍ଲୁଙ୍କୁ ସୁନ୍ଦରଗଡ଼ର ଅତିରିକ୍ତ ଉପଜିଲ୍ଲାପାଳ, ସରୋଜ କୁମାର ଦାଶଙ୍କୁ ଛତ୍ରପୁରର ଅତିରିକ୍ତ ଉପଜିଲ୍ଲାପାଳ ଓ ରଶ୍ମିରେଖା ସ୍ୱାଇଁଙ୍କୁ ବୋର୍ଡ ଅଫ ରେଭନ୍ୟୁରେ ଉପସଚିବ ଭାବେ ବଦଳି କରାଯାଇଛି। ସେହିପରି ବଡ଼ସାହି ବିଡିଓ ଦିଲ୍ଲୀପ କୁମାର ମହାରାଣାଙ୍କ ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳିକୁ ବାତିଲ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story