ଶ୍ରମିକଙ୍କ ମଜୁରି ବଢ଼ିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରମିକଙ୍କ ଦୈନିକ ମଜୁରି ବଢ଼ାଇଲେ ରାଜ୍ୟ ସରକାର। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଉଚ୍ଚ କୁଶଳୀ ଓ ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୨୦୦ରୁ ୨୮୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେହିପରି ଅର୍ଦ୍ଧକୁଶଳୀଙ୍କ ମଜୁରୀ ୨୨୦ରୁ ୩୨୦ ଟଙ୍କାକୁ, କୁଶଳୀଙ୍କ ୨୪୦ରୁ ୩୭୦, ଉଚ୍ଚ କୁଶଳୀଙ୍କ ୨୬୦ରୁ ୪୩୦କୁ ବୃଦ୍ଧି କରାଯାଇଛି। ରାଜ୍ୟରେ କାର୍ଯ୍ୟରତ ଶ୍ରମିକଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏପରି ପଦକ୍ଷେପ ନେଇଛନ୍ତି।

labour

labour

Manoranjan Sial
  • Published: Tuesday, 30 October 2018
  • Updated: 30 October 2018, 04:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରମିକଙ୍କ ଦୈନିକ ମଜୁରି ବଢ଼ାଇଲେ ରାଜ୍ୟ ସରକାର। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଉଚ୍ଚ କୁଶଳୀ ଓ ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୨୦୦ରୁ ୨୮୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସେହିପରି ଅର୍ଦ୍ଧକୁଶଳୀଙ୍କ ମଜୁରୀ ୨୨୦ରୁ ୩୨୦ ଟଙ୍କାକୁ, କୁଶଳୀଙ୍କ ୨୪୦ରୁ ୩୭୦, ଉଚ୍ଚ କୁଶଳୀଙ୍କ ୨୬୦ରୁ ୪୩୦କୁ ବୃଦ୍ଧି କରାଯାଇଛି।

ରାଜ୍ୟରେ କାର୍ଯ୍ୟରତ ଶ୍ରମିକଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏପରି ପଦକ୍ଷେପ ନେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos