କରୋନା ଆତଙ୍କ: ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ଘାତକ ହେଉଥିବା ମାରାତ୍ମକ ‘କରୋନା’ ଭୂତାଣୁର ମୁକାବିଲା ପାଇଁ ରାଜ୍ୟସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ‘କରୋନା’ ଭୂତାଣୁ ଆକ୍ରାନ୍ତ ସନ୍ଦେହରେ ବର୍ତ୍ତମାନ ସୁଦ୍ଧା ୪୨ଜଣଙ୍କୁ ନିରୀକ୍ଷଣ କରାଯାଉଛି। ଏମାନେ ସମସ୍ତେ ‘କରୋନା’ ଭୂତାଣୁ ଦ୍ୱାରା ଆକ୍ରାନ୍ତ ଦେଶରୁ ଓଡ଼ିଶାକୁ ଆସିଛନ୍ତି। ତେଣୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖାଯାଇଛି। ଏଥିସହ ‘କରୋନା’ ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯିବା ସହ […]

korana

korana

Jyoshna Pradhan
  • Published: Sunday, 09 February 2020
  • Updated: 09 February 2020, 08:26 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ଘାତକ ହେଉଥିବା ମାରାତ୍ମକ ‘କରୋନା’ ଭୂତାଣୁର ମୁକାବିଲା ପାଇଁ ରାଜ୍ୟସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ‘କରୋନା’ ଭୂତାଣୁ ଆକ୍ରାନ୍ତ ସନ୍ଦେହରେ ବର୍ତ୍ତମାନ ସୁଦ୍ଧା ୪୨ଜଣଙ୍କୁ ନିରୀକ୍ଷଣ କରାଯାଉଛି। ଏମାନେ ସମସ୍ତେ ‘କରୋନା’ ଭୂତାଣୁ ଦ୍ୱାରା ଆକ୍ରାନ୍ତ ଦେଶରୁ ଓଡ଼ିଶାକୁ ଆସିଛନ୍ତି। ତେଣୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖାଯାଇଛି।

ଏଥିସହ ‘କରୋନା’ ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯିବା ସହ ହେଲପଲାଇନ୍ ନମ୍ବର ଜାରି କରାଯାଇଛି।  ଅନ୍ୟପକ୍ଷରେ ‘କରୋନା’ ଭୂତାଣୁ ଆକ୍ରାନ୍ତ ସନ୍ଦେହରେ ପୁନେ ପଠାଯାଇଥିବା ୭ଜଣଙ୍କ ନମୂନା ନେଗେଟିଭ୍ ଆସିଛି। ଓଡ଼ିଶାର ସମସ୍ତ ସ୍କୁଲ୍‌କୁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆଡ୍‌ଭାଇଜରି ଜାରି କରାଯାଇଛି। ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀଙ୍କୁ ‘କରୋନା’ ସଂପର୍କରେ ସଚେତନ କରାଯାଉଛି।

ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ଚୀନ୍‌ରେ ୮୦୩ ଜଣଙ୍କର ‘କରୋନା’ରେ ମୃତ୍ୟୁ ହୋଇସାରିଲାଣି। ତେବେ ପରିସ୍ଥିତି ଏପରି ହୋଇଛି ଯେ ଲୋକମାନେ କବାଟ ବନ୍ଦକରି ଘର ଭିତରେ ରହୁଛନ୍ତି। ଏ ପର୍ଯ୍ୟନ୍ତ ଚୀନରେ ୩୭ହଜାର ଲୋକେ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story